Tag Archives: kendrapara news

କଳସ ଯାତ୍ରାରେ ବାଣ ବିସ୍ଫୋରଣ, 10ରୁ ଉର୍ଦ୍ଧ୍ବ ଆହତ

କେନ୍ଦ୍ରାପଡା,୨୬।୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଗୁଲୁନଗର ଗାଁରେ ବଡ଼ ଅଘଟଣ । ବାଣ ବିସ୍ଫୋରଣରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ସାମାନ୍ୟ ଭୁଲରୁ ଉତ୍ସବ ସ୍ଥଳ ବାଣ ବିସ୍ଫୋରଣ ପାଇଁ କ୍ରନ୍ଦନ ସ୍ଥଳ ହୋଇଯାଇଛି । ଜଣେ ବ୍ୟକ୍ତି ଗୁରୁତର…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ ନିଲମ୍ବନ କରିଥିଲେ । ଏହି ନିଲମ୍ବନ ଘଟଣାକୁ ବିଧାୟକ ମହାପାତ୍ରଙ୍କ ସମର୍ଥକମାନେ ମାନିବାକୁ…

ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…

କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ ବ୍ୟବସ୍ଥା କରାଯାଇଛି। କେନ୍ଦ୍ରାପଡା ଜିଲାରେ ଏହି ବଜେଟକୁ ନେଇ କେତେକ ବୁଦ୍ଧିଜୀବୀ ସକରାତ୍ମକ…

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri