କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….
କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ ଅସଦାଚରଣ କରିଥିବା ନେଇ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି…
କେନ୍ଦ୍ରାପଡ଼ାରେ ଗୁରୁ-ଶିଷ୍ୟା ସମ୍ପର୍କରେ କଳଙ୍କ: ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ନୃତ୍ୟ ଶିକ୍ଷକ ଗିରଫ
ଡେରାବିଶ, ୩୦।୯(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ଅଂଚଳର ଏକ ବିଦ୍ୟାଳୟର ନୃତ୍ୟ ଶିକ୍ଷକ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ନେଇ ପରିବାର ପକ୍ଷରୁ ମଙ୍ଗଳବାର ରାତିରେ ଥାନାରେ ଅଭିଯୋଗ ହୋଇଥିଲା…
ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…
କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା ଯୁବକଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ପୋଲିସ ଖବର ପାଇ ଘଟଣା ସ୍ଥଳରେ…
ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….
ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର । ପୋଷ୍ଟମାଷ୍ଟର ତାଲା ଝୁଲାଇ ଦେବା ପରେ ପୋଷ୍ଟାଲ ଇନ୍ସପେକ୍ଟର ପହଞ୍ଚି ଶାଖା…
ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ
ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା । ନିଜ ଜନ୍ମ କଲା ମା’କୁ ପିଟିପିଟି ପୁଅ ମାରିବା ଘଟଣା ଏବେ ରାଜକନିକା…
ସ୍ବାସ୍ଥ୍ୟକେନ୍ଦ୍ରରେ ଅଭାବନୀୟ ଘଟଣା, ଛାତି ବିନ୍ଧୁଥିବା ବ୍ୟକ୍ତିଙ୍କୁ କୁକୁର କାମୁଡ଼ା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ
କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): କୁକୁର କାମୁଡା ରୋଗୀ ବଦଳରେ ଅନ୍ୟଜଣେ ଯୁବକଙ୍କୁ କୁକୁର କାମୁଡା ଇଞ୍ଜେକ୍ସନ ଦେଇଦେଲେ ଫାର୍ମାସିଷ୍ଟ । କେନ୍ଦ୍ରାପଡା ଜିଲା କୁଦାନଗରୀ ଥାନା ଅନ୍ତର୍ଗତ କରିଲୋପାଟଣା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଅଭିଯୋଗ…
କଳସ ଯାତ୍ରାରେ ବାଣ ବିସ୍ଫୋରଣ, 10ରୁ ଉର୍ଦ୍ଧ୍ବ ଆହତ
କେନ୍ଦ୍ରାପଡା,୨୬।୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଗୁଲୁନଗର ଗାଁରେ ବଡ଼ ଅଘଟଣ । ବାଣ ବିସ୍ଫୋରଣରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ସାମାନ୍ୟ ଭୁଲରୁ ଉତ୍ସବ ସ୍ଥଳ ବାଣ ବିସ୍ଫୋରଣ ପାଇଁ କ୍ରନ୍ଦନ ସ୍ଥଳ ହୋଇଯାଇଛି । ଜଣେ ବ୍ୟକ୍ତି ଗୁରୁତର…
ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…
କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ ନିଲମ୍ବନ କରିଥିଲେ । ଏହି ନିଲମ୍ବନ ଘଟଣାକୁ ବିଧାୟକ ମହାପାତ୍ରଙ୍କ ସମର୍ଥକମାନେ ମାନିବାକୁ…
ବଜେଟ ଉପରେ ସାଧାରଣ ଲୋକଙ୍କ ପ୍ରତିକ୍ରିୟା, ଲାଭ ଉଠାଇବା ପାଇଁ କେନ୍ଦ୍ରାପଡାରେ…
କେନ୍ଦ୍ରାପଡା,୧।୨(ଜଗନ୍ନାଥ ଧଳ ): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଚଳିତ ବର୍ଷର ବଜେଟ ରବିବାର ଉପସ୍ଥାପନ କରିଛନ୍ତି । ଏଥିରେ ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ପାଇଁ ଅର୍ଥ ବ୍ୟବସ୍ଥା କରାଯାଇଛି। କେନ୍ଦ୍ରାପଡା ଜିଲାରେ ଏହି ବଜେଟକୁ ନେଇ କେତେକ ବୁଦ୍ଧିଜୀବୀ ସକରାତ୍ମକ…
ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍ପିଙ୍କୁ…
କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର ଘୂରି ବୁଲୁଛି । ଯାହା ଏବେ ଶ୍ରଦ୍ଧାଳୁଙ୍କ ମନରେ ବିସ୍ମୟ ସୃଷ୍ଟି କରିବା ସହିତ…

