ମଣିକୁଣ୍ଡା ପାନୀୟ ଜଳ ପ୍ରକଳ୍ପ ଏନଜିଟି ମାମଲା:କାର୍ଯ୍ୟ ବନ୍ଦ ଦାବି କଲେ ଅଭିଯୋଗକାରୀ
କେନ୍ଦ୍ରାପଡା ଅଫିସ, ୨୦।୯:ମାର୍ଶାଘାଇ ବ୍ଲକ ମଣିକୁଣ୍ଡାସ୍ଥିତ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ ପକ୍ଷରୁ ଗତ ୬ତାରିଖରେ ଜିଲା ପ୍ରଶାସନ ଓ ସମ୍ପୃକ୍ତ ଠିକାଦାରଙ୍କୁ ନୋଟିସ ଦିଆଯାଇଛି। ଏହାସତ୍ତ୍ୱେ ପ୍ରକଳ୍ପ କାର୍ଯ୍ୟ ଚାଲିଥିବାରୁ ନିର୍ମାଣ…
ହାଜତରେ ମଦ ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା:୫ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପଟ୍ଟାମୁଣ୍ଡାଇ, ୨୦।୯ (ସ୍ବ.ପ୍ର):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ହାଜତରେ ମଦ ବ୍ୟବସାୟୀ ସୁଶାନ୍ତ ବେହେରାଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଘୋଷଣା କରିଛନ୍ତି। ଏ ନେଇ ଜିଲାପାଳ…
ପୋଲିସ ବିରୋଧରେ ବଢୁଛି ଜନଅସନ୍ତୋଷ
କେନ୍ଦ୍ରାପଡା ଅଫିସ, ୨୦।୯:ପଟ୍ଟାମୁଣ୍ଡାଇ ଥାନା ହାଜତ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ହେଲେ ଏହି ଘଟଣାରେ ଥାନା…
ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍ ଜାଳି ରାସ୍ତାରୋକୋ
ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଯାହା ଫଳରେ ବସ, ଟ୍ରକ, ବାଇକ, ଜରୁରୀ କାଳୀନ ସେବା ଗାଡି…
Archives


