Tag Archives: kendujhar’

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ ପ୍ରବାହିତ ପୁଣ୍ୟତୋୟା ବୈତରଣୀ ନଦୀରେ ମକର ବୁଡ଼ ପକାଇବେ। ଏହାପରେ ପ୍ରଥମେ ପାଟଣା...

ଲଢ଼ିଲେ ଗନ୍‌ମ୍ୟାନ, ନିସ୍ତୁକ ମାଡ଼ ଖାଇ ବଞ୍ଚାଇଦେଲେ ୩୮ ଲକ୍ଷ ଟଙ୍କା, ଖସିଗଲେ ୨ ଲୁଟେରା

କେନ୍ଦୁଝର,୧୫।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ଥାନା ଅନ୍ତର୍ଗତ କମାରଯୋଡ଼ା ନିକଟରେ ବ୍ୟାଙ୍କ୍ ଅଫ୍ ଇଣ୍ଡିଆର ଏଟିଏମ କାଉଣ୍ଟରରେ ଟଙ୍କା ଭରିବାକୁ ଯାଉଥିବା ଏକ ଭ୍ୟାନରୁ ଟଙ୍କା ଲୁଟ ଉଦ୍ୟମ ବିଫଳ ହୋଇଛି। ତିନି ଜଣ ଦୃର୍ବୁତ୍ତ ଏହି ଟଙ୍କା ଲୁଟ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ସେ ବିଜୟୀ ଦଳକୁ ପୁରସ୍କାର ପ୍ରଦାନ କରିବା ସହିତ...

ଟ୍ରକ୍‌କୁ ପଛରୁ ପିଟିଲା ଟ୍ରକ୍‌, ଗାଡ଼ି ଭିତରେ ଚାପିହେଲେ ଡ୍ରାଇଭର

ପାଟଣା,୨୬।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନଂ. ମୁମ୍ବାଇ କୋଲକାତା ଜାତୀୟ ରାଜପଥ ଧନୁର୍ଜୟପୁର ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛରୁ ଆସୁଥିବା ଆଉ ଏକ...

ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ଟ୍ରକ୍‌

କେନ୍ଦୁଝର,୨୩।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ରିମୁଳି ନିକଟରେ  ଯାତୀୟ ରାଜପଥ ୫୨୦ରେ ଶନିବାର ଏକ ଟ୍ରକ୍‌ ହୁତୁହୁତୁ ହୋଇ ଜଳଯାଇଛି। (ଓଡି ୦୯ପି / ୧୦୫୦) ନଂ ଟ୍ରକଟି ଲୁହାପଥର ଲୋଡକରି ଯୋଡ଼ାରୁ ରିମୁଳି ଅଭିମୁଖେ...

ହଠାତ୍‌ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଆକାଶ ହେଲା ଧୂଆଁମୟ

ପାଟଣା,୧୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇଛି। ଦୁଇଦୁଇ ଥର ପ୍ରଚଣ୍ଡ ଶବ୍ଦ ହେବା ସହ ଘରଦ୍ୱାର ଥରି ଉଠିଥିଲା। ତେବେ ଏହି ଶବ୍ଦର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ...

ପାଣି ପାଇଁ ତାତିଲେ ମହିଳା: ଗରା, ବାଲଟି ରଖି ବନ୍ଦକଲେ ରାସ୍ତା

ପାଟଣା,୬।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁରୁସୁଆଁ ଗ୍ରାମକୁ ପାନୀୟଜଳ ଯୋଗାଣ ବନ୍ଦ ହୋଇଥିବାରୁ ଏହାର ପ୍ରତିବାଦରେ ବୁଧବାର ଉତ୍ତ୍ୟକ୍ତ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି। ଗାଁକୁ ତୁରନ୍ତ ପାନୀୟ ଜଳ ଯୋଗାଣ ଦାବି କରି ମହିଳାମାନେ...

ପ୍ରଶ୍ନପତ୍ର ଲିକ୍‌ ଘଟଣା: ବିଶ୍ୱବିଦ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ବିଗତ କିଛି ବର୍ଷ ଧରି ବିଭିନ୍ନ ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟ ଘଟଣା ସାମ୍ନାକୁ ଆସୁଥିବା ବେଳେ ସରକାର ଏବଂ ଗଣଶିକ୍ଷା ବିଭାଗ ଚୁପ ହୋଇ ବସିଛଛି। ଗତ ୨୩ ତାରିଖ ଦିନ ମୟୂରଭଞ୍ଜ ଏବଂ...

ବାପ-ପୁଅ ମିଶି ନାବାଳିକାଙ୍କୁ  କରିଥିଲେ ବଳାତ୍କାର: ରାୟ ଶୁଣାଇଲେ କୋର୍ଟ, ବାପାଙ୍କୁ ୨୦, ପୁଅଙ୍କୁ ୨୫ ବର୍ଷ ଜେଲ୍‌

କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ ଅତିରିକ୍ତ ଜିଲା ଓ ସତନ୍ତ୍ର ଜଜ୍‌ (ପୋକ୍ସ) ଶୁଭଶ୍ରୀ ତ୍ରିପାଠୀ ଜଣେ ୧୫ ବର୍ଷ ନାବାଳିକାଙ୍କୁ  ବଳାତ୍କାର ମାମଲାର ରାୟ ଶୁଣାଇଛନ୍ତି। ସେ ଏହି ଘଟଣାରେ ବାପାଙ୍କୁ ୨୦ ଓ ପୁଅଙ୍କୁ ୨୫ ବର୍ଷ...

ମହିଳାଙ୍କ ଠାରୁ ଘୋଷଡ଼ା ଖାଇ ଯାଇଥିଲେ ଅଙ୍ଗନଓ୍ବାଡ଼ି ଦିଦି: କିଛିଦିନ ପରେ ଲୁଚିଛପି କେନ୍ଦ୍ରକୁ ପଶୁଥିଲା ବେଳେ ପୁଣି ତାତିଲେ ମହିଳା, ପରେ…

ପାଟଣା,୧୭।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ବାଲିବନ୍ଧ ଗ୍ରାମ ଅଙ୍ଗନଓ୍ବାଡି (କ) କେନ୍ଦ୍ର ପାଇଁ ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ନେଇ ଗ୍ରାମର ଶତାଧିକ ମହିଳା ଫେବୃଆରୀ ୬ ତାରିଖରେ ନବ...

ଗାଁରେ ଲାଗିଥିଲା ଡିଜେ ସାଉଣ୍ଡ ସିଷ୍ଟମ: ରାତି ଅଧରେ ଦୁର୍ବୃତ୍ତ ଲଗାଇଲେ ନିଆଁ

ବଡବିଲ ୧୭।୨: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଭଦ୍ରାସାହି ପଞ୍ଚାୟତ ଟୋଣ୍ଟ ଗ୍ରାମରେ ଡିଜେ ସାଉଣ୍ଡ ସିଷ୍ଟମରେ ନିଆଁ ଲଗାଇଲେ ଦୁର୍ବୃତ୍ତ। ମାଘ ପର୍ବ ପାଳନ ଅବସରରେ ଏହି ଡିଜେ ସାଉଣ୍ଡ ସିଷ୍ଟମ ଲାଗିଥିଲା। ଯାହାକୁ ଶୁକ୍ରବାର ବିଳମ୍ବିତ ରାତିରେ...

ଭାଜପା କେନ୍ଦୁଝର ଜିଲା  ମିଡିଆ ସଂଯୋଜକ ହେଲେ  ବ୍ରଜକିଶୋର ରାୟ

କେନ୍ଦୁଝର,୧୬।୨(ନରେଶଚନ୍ଦ୍ର ପଟ୍ଟନାୟକ): ଭାଜପାର କେନ୍ଦୁଝର ଜିଲା  ମିଡିଆ ସଂଯୋଜକ ଭାବେ ବ୍ରଜକିଶୋର ରାୟଙ୍କ ନାମ ଘୋଷଣା ହୋଇଛି। ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ  ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ତାଙ୍କୁ ଏହି ଦାୟିତ୍ୱ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri