kendujhar’

କେନ୍ଦୁଝର ଜିଲାରେ ପୁଣି ୮ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ପୁଣି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପଟେଣା ବ୍ଲକରେ ୩ଜଣ, ଘଟଗାଁ ବ୍ଲକରେ ୪ ଜଣ ଓ ସଦର ବ୍ଲକରେ ଜଣେ…

6 years ago

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ…

6 years ago

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨…

6 years ago

ଚୋରା ଚାଲାଣ କାଠ ଜବତ

କେନ୍ଦୁଝର,୧୯।୨ (ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ପକ୍ଷରୁ ବିଭିନ ସ୍ଥାନରୁ ଚୋରା ଚାଲାଣ କାଠ ସହିତ ତିନୋଟି ଗାଡି ଜବତ କରାଯାଇଛି। ବାଉରୀପଦା ନିକଟରୁ ଦୁଇଟି ଓ…

6 years ago

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ…

6 years ago

ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ…

6 years ago

ହେଲମେଟ ପିନ୍ଧି ସଡ଼କ ସଚେତନତାର ବାର୍ତ୍ତା ବାଣ୍ଟିଲା ପୋଲିସ

କେନ୍ଦୁଝର,୧୬।୧(ସ୍ବ.ପ୍ର.): ସଡ଼କ ସୁରକ୍ଷା ସପ୍ତାହ ଅବସରରେ କେନ୍ଦୁଝର ପୋଲିସ ପକ୍ଷରୁ ସଚେତନତା ବାଇକ ରାଲି କେନ୍ଦୁଝର ସହରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଏସପି ପି.କେ. ପରିଡ଼ା…

6 years ago

ମକର ବୁଡ଼ ପକାଇବାକୁ ଯାଇ ନାବାଳକଙ୍କ ସଲିଳ ସମାଧି

ପାଟଣା,୧୬।୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ମୁଣ୍ଡା ସାହିର ଜଣେ ନାବାଳକ ବୈତରଣୀ ନଦୀରେ ମକର ବୁଡ ପକାଇବାକୁ ଯାଇ ପାଣିରେ ବୁଡି ମୃତ୍ୟୁ ଘଟିଛି। ମୃତକ…

6 years ago

ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ରଜାବସା ନିକଟରେ ଏନଏଚ-୨୦ରେ ଏକ ଯାତ୍ରୀବାହୀ ବସ୍‌(ନମ୍ବର-ଓଆର୦୫ଏଏନ/୬୨୩୦) ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡିଛି। ଫଳରେ ୨୦ଜଣ ଯାତ୍ରୀ…

6 years ago

ଦନ୍ତାହାତୀ ଆକ୍ରମଣରେ ଜଣେ ଗୁରୁତର

କେନ୍ଦୁଝର,୧୪।୧: କେନ୍ଦୁଝର ଜିଲା ତେଲକୋଇ ଥାନା କୁଣ୍ତେଇହତା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ କରିଛି ଦନ୍ତା ହାତୀ। ରବିବାର ବିଳମ୍ବିତ ରାତିରେ ଆକ୍ରମଣ କରିବାରୁ ସେ ଗୁରୁତର…

6 years ago

ମକର ପୂର୍ବରୁ ଉତ୍ସବମୁଖର କେନ୍ଦୁଝର

କେନ୍ଦୁଝର,୧୪।୧(ସ୍ବ.ପ୍ର.): ରାତି ପହିଲେ ମକର। ଏଥିପାଇଁ ଗ୍ରାମଠାରୁ ସହର ଉତ୍ସବମୁଖର ହୋଇପଡ଼ିଛି। ନୂଆ ଲୁଗା କିଣା ସହିତ ପିଠା ପଣା ପାଇଁ ପ୍ରସ୍ତୁତି ସରିଛି। ପିଠା ପଣା…

6 years ago

ନାଳକୁ ଖସିଲା କାର: ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ ଏକ ଦୁର୍ଘଟଣା ଘଟିଛି।…

6 years ago