Tag Archives: kendujhar’

କିଷାନ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ

କେନ୍ଦୁଝର,୨୬।୧୧ (ସ୍ବ.ପ୍ର): ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ଟ୍ରେଡ ୟୁନିଅନ ପକ୍ଷରୁ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତୁରନ୍ତ ପ୍ରଧାନ ମନ୍ତ୍ରୀ ଘୋଷିତ ପ୍ରତ୍ୟାହୃତ କୃଷି ଆଇନକୁ ସଂସଦରେ ପାରିତ , ଚାରୋଟି ଶ୍ରମ…

ମଦଭାଟି ସ୍ଥାନାନ୍ତର ନେଇ ଦାବିପତ୍ର ପ୍ରଦାନ

କେନ୍ଦୁଝର,୨୬।୧୧(ସ୍ବ.ପ୍ର): ଯୋଡ଼ା ବ୍ଳକ ଭଦ୍ରସାହି ପଞ୍ଚାୟତରେ ଏକ ନମ୍ବର ନନ୍ଦ ହଟିଂରେ ମଦ ଭାଟି ପ୍ରତିଷ୍ଠାସ୍‌କୁ ସ୍ଥାନୀୟ ଲୋକ ବିରୋଧ କରି ଆଜି ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। ମଦ ଭାଟିରୁ ନିିର୍ଗତ ଆବର୍ଜନା ଯୋଗୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି…

ପାଟଣାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ବିଧାୟକ

ପାଟଣା,୧୮।୧୧(ସ୍ବ. ପ୍ର): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ପଲାଣଘାଟି ପଞ୍ଚାୟତ ପରିସରରେ ଗୁରୁବାର ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଜଗନ୍ନାଥ ନାଏକ ଯୋଗ ଦେଇଥିଲେ। ୨ ଶହ…

ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ମହିଳା

ଆନନ୍ଦପୁର,୧୫।୬(ସ୍ବ.ପ୍ର.):୧୪ ବର୍ଷର ନାବାଳକ ଜିତେନ୍ଦ୍ରର ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରି ନ୍ୟାୟ ପାଇଁ ଆନନ୍ଦପୁର ଥାନା ଅନ୍ତର୍ଗତ ଖଡିପାଳ ଗ୍ରାମର ଶତାଧିକ ମହିଳା ସୋମବାର ଅପରାହ୍ନରେ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ହତ୍ୟାକାଣ୍ଡର ତଦନ୍ତ କରି ଦୋଷୀକୁ ଦଣ୍ଡ…

କେନ୍ଦୁଝର ଜିଲାରେ ପୁଣି ୮ କରୋନା ପଜିଟିଭ୍‌ ଚିହ୍ନଟ

କେନ୍ଦୁଝର,୧୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗୁରୁବାର ପୁଣି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ପଟେଣା ବ୍ଲକରେ ୩ଜଣ, ଘଟଗାଁ ବ୍ଲକରେ ୪ ଜଣ ଓ ସଦର ବ୍ଲକରେ ଜଣେ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩ରେ…

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି ଚାଳକଙ୍କ…

CORONAVIRUS UPDATE: ସୁସ୍ଥ ହେଲେ ଆଉ ୨୭; ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧୪୩କୁ ବୃଦ୍ଧି

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଆଉ ୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବାଲେଶ୍ୱରର ୯, ଭୁବନେଶ୍ୱରର ୮, ଭଦ୍ରକର ୪, ଗଞ୍ଜାମ ଓ ସୁନ୍ଦରଗଡ଼ର ୨ ଏବଂ କୋରାପୁଟ ଓ କେନ୍ଦୁଝରର ଜଣେ ଲେଖାଏ ପଜିଟିଭ୍‌ ସୁସ୍ଥ ରହିଛନ୍ତି। ଏମାନଙ୍କୁ…

ଚୋରା ଚାଲାଣ କାଠ ଜବତ

କେନ୍ଦୁଝର,୧୯।୨ (ସ୍ବ.ପ୍ର.): କେନ୍ଦୁଝର ବନ ବିଭାଗ ପକ୍ଷରୁ ବିଭିନ ସ୍ଥାନରୁ ଚୋରା ଚାଲାଣ କାଠ ସହିତ ତିନୋଟି ଗାଡି ଜବତ କରାଯାଇଛି। ବାଉରୀପଦା ନିକଟରୁ ଦୁଇଟି ଓ ଜୁଡ଼ିଆରୁ ଗୋଟିଏ ଗାଡି ଜବତ କରାଯାଇଥିବା ବେଳେ ମାଫିଆମାନେ ଫେରାର ହୋଇଯାଇଥିଲେ। ତିନୋଟି…

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ ଏହି ଐତିହାସିକ ବିଲକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ବିରୋଧୀମାନେ ଅଯଥାରେ ଏହାକୁ…

ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ରବିବାର ପୂର୍ବାହ୍ନ ୧୧ଟାବେଳେ ଘଟଗାଁ ପୋଲିସ ସର୍କଲ ଏସ୍‌ଡିପିଓ ରବୀନ୍ଦ୍ର କୁମାର…

ହେଲମେଟ ପିନ୍ଧି ସଡ଼କ ସଚେତନତାର ବାର୍ତ୍ତା ବାଣ୍ଟିଲା ପୋଲିସ

କେନ୍ଦୁଝର,୧୬।୧(ସ୍ବ.ପ୍ର.): ସଡ଼କ ସୁରକ୍ଷା ସପ୍ତାହ ଅବସରରେ କେନ୍ଦୁଝର ପୋଲିସ ପକ୍ଷରୁ ସଚେତନତା ବାଇକ ରାଲି କେନ୍ଦୁଝର ସହରରେ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଏସପି ପି.କେ. ପରିଡ଼ା ଏହାକୁ ପତାକା ଦେଖାଇ ସର୍କିଟ ହାଉସ ଛକରେ ଶୁଭାରମ୍ଭ କରିଥିଲେ। ପୋଲିସ କର୍ମଚାରୀମାନେ…

ମକର ବୁଡ଼ ପକାଇବାକୁ ଯାଇ ନାବାଳକଙ୍କ ସଲିଳ ସମାଧି

ପାଟଣା,୧୬।୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ମୁଣ୍ଡା ସାହିର ଜଣେ ନାବାଳକ ବୈତରଣୀ ନଦୀରେ ମକର ବୁଡ ପକାଇବାକୁ ଯାଇ ପାଣିରେ ବୁଡି ମୃତ୍ୟୁ ଘଟିଛି। ମୃତକ ନାବାଳକ ଜଣକ ହେଉଛନ୍ତି ରାମ ମୁଣ୍ଡାଙ୍କ ପୁଅ ଓମ ସାଇ ମୁଣ୍ଡା(୬ ବର୍ଷ)।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri