Tag Archives: kendujhar’

ସ୍ଥାୟୀ ନିଯୁକ୍ତି ଦାବିରେ ଆନ୍ଦୋଳନ: ଜଣେ ମହିଳା ଆନ୍ଦୋଳନକାରୀ ଅସୁସ୍ଥ

କେନ୍ଦୁଝର, ୭।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଜାନୁୟାରୀ ୧ରୁ ସ୍ଥାୟୀ ନିଯୁକ୍ତି ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିଛି। ମଙ୍ଗଳବାର ଆନ୍ଦୋଳନରେ ବସିଥିବା ଜଣେ ମହିଳା କର୍ମଚାରୀ ହଠାତ ଅସୁସ୍ଥ ହୋଇଯିବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା...

ତେଲକୋଇରେ ହାତୀ ଆତଙ୍କ

କେନ୍ଦୁଝର, ୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନସ୍ଥ ଖୁଣ୍ଟାପଡା ଗାଁରେ ହାତୀ ଉପଦ୍ରବ ଦେଖାଯାଇଛି। ୫ ଟିକିଆ ହାତୀପଲ ଗାଁରେ ପଶି ଖଳାରେ ଥିବା ଧାନକୁ ଖାଇବା ସହ ଧାନ ଜଗିବା ପାଇଁ ଥିବା ମଞ୍ଚାକୁ ଭାଙ୍ଗି ଦେଇଛନ୍ତି।...

ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁରସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଟଙ୍କା ନେଇ ଆସୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଲୁଟ୍‌ ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳା ଜଣଙ୍କ ହେଲେ ସବିତା ନାୟକ। ତାଙ୍କ ଘର ହଳଦିଆ ଟାଙ୍ଗିରି...

ରାସ୍ତାକଡରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ

ଆନନ୍ଦପୁର,୩୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ୫୩ ନଂ ରାଜ୍ୟ ରାଜପଥର କୋଡପଡା ଛକ ଠିକ୍‌ ପୂର୍ବରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଜଣଙ୍କ ହେଉଛନ୍ତି ନିକଟସ୍ଥ ଗୌଡଡିହା ଗ୍ରାମର ସନାତନ ପାତ୍ର(୫୮)। ମୃତକ ସନାତନଙ୍କ ପୁଅ...

ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ଜିଲା ଆବାହକ...

ଅନାଥ ତ୍ରିଲୋଚନ ଏବେ ଅସହାୟ

ତେଲକୋଇ, ୨୨।୧୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ବ୍ଲକ ଅଧ୍ୟକ୍ଷ ପଦବୀ ଆଦିବାସୀ ସଂରକ୍ଷିତ ହୋଇଥିଲେ ମଧ୍ୟ ଏହି ବ୍ଲକରେ ଆଦିବାସୀ ସବୁଠୁ ବେଶୀ ଅବହେଳିତ। ବିଗତ ଦିନରେ ଏହାର ବହୁ ଉଦାହରଣ ସାମ୍ନାକୁ ଆସିଥିବା ବେଳେ ଖୋଦ୍‌...

ମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମ

ବଡବିଲ, ୧୯।୧୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ବଡବିଲ ଗସ୍ତରେ ଯାଇଛନ୍ତି। ସେଠାରେ ଉସୁ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିବା ସହ ବିଭିନ୍ନ ସ୍ଥାନ ବୁଲି ଦେଖିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ଅସିତ...

ବିଭିନ୍ନ ଦାବି ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

କେନ୍ଦୁଝର,୧୬।୧୨(ସ୍ବ.ପ୍ର.): କାଳିଆ ଯୋଜନାରେ ଚାଷୀଙ୍କୁ ବର୍ଷକୁ ୧୦ହଜାର ଟଙ୍କା ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ଏବେ ଚାଷୀଙ୍କୁ ଭଣ୍ଡାଇ ୬ହଜାର ଟଙ୍କା କରିଛନ୍ତି। ଏହାର ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ...

ନିଖୋଜ ଛାତ୍ର ଉଦ୍ଧାର

ହାଟଡିହି, ୧୩।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଛେନାପଦି ବଜାରରୁ ପ୍ରଫୁଲ୍ଲ ପଣ୍ଡାଙ୍କ ୧୨ ବର୍ଷର ପୁଅ ପଙ୍କଜ ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ଏନେଇ ତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ଥାନାଧୀକାରୀ ରଣଜିତ୍‌ ପଟ୍ଟନାୟକ, ଏସଆଇ...

ବେଆଇନ ବାଲିଗାଡି ଚଳାଚଳକୁ ବିରୋଧ: ପ୍ରତିବାଦରେ ଧାରଣା ଦେଲେ ଗ୍ରାମବାସୀ

ଆନନ୍ଦପୁର,୧୨।୧୨(ସ୍ବ.ପ୍ର): ବେଆଇନ ଭାବେ ସିଂଡୋଭ ଗ୍ରାମ ରାସ୍ତାରେ ବାଲିଗାଡି ଚଳାଚଳକୁ ବିରୋଧ କରି ଗ୍ରାମବାସୀ ଗୁରୁବାର ଗ୍ରାମ ରାସ୍ତାରେ ଧାରଣା ଦେଇଛନ୍ତି। ଆନନ୍ଦପୁର ଥାନା ଅଧୀନ ସିଂଡୋଭ ଗ୍ରାମରେ ସୃଷ୍ଟି ହୋଇଛି ଏଭଳି ପରିସ୍ଥିତି। ଆନନ୍ଦପୁର ପୋଲିସ ଘଟଣାସ୍ଥଳରେ ଉପସ୍ଥିତ...

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲା ପରିଷଦ...

୨ ଶିକ୍ଷକଙ୍କ ଦରମା ବନ୍ଦ

ଚମ୍ପୁଆ, ୧ା୧୨(ଡି.ଏନ.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ପ୍ରାଥମିକ ବିଦ୍ୟାଳୟରେ ଜିଲା ଶିକ୍ଷା ଅଧିକାରୀଙ୍କ ମନିଟରିଂ ପରେ ଚମ୍ପୁଆ ବ୍ଲକ ଶିକ୍ଷା ଅଧିକାରୀ ୨ ଜଣ ଶିକ୍ଷକଙ୍କ ଦରମା ବନ୍ଦ କରିଥିବା ଜଣାପଡିଛି। ଜିଲା ଶିକ୍ଷା ଅଧିକାରୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri