Tag Archives: kendujhara

ଶିକ୍ଷକ ନିଯୁକ୍ତି ଦାବିରେ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା, ବାହାରେ ବସିଲେ ଛାତ୍ରୀଛାତ୍ର

ହାଟଡିହୀ,୨୪।୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡ଼ଅଁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ବିଦ୍ୟାଳୟ ଫାଟକରେ ସୋମବାର ତାଲା ପଡିଛି। ଫଳରେ ଛାତ୍ରୀଛାତ୍ର ଏବଂ ଶିକ୍ଷକମାନେ ବିଦ୍ୟାଳୟ ବାହାରେ ଫାଟକ ସମ୍ମୁଖରେ ତଳେ ବସିଛନ୍ତି ।…

ସମବାୟ ବ୍ୟାଙ୍କ ପରିଚାଳନା ସମିତି ସଭାପତି, ସଦସ୍ୟ ନିଲମ୍ବନ ପ୍ରସଙ୍ଗ : ଦାଖଲ ହେଲା…

କେନ୍ଦୁଝର/ହାଟଡିହୀ,୨୪l୧୦(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):କେନ୍ଦୁଝର କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ପରିଚାଳନା ସମିତିର ସଭାପତି ଏବଂ ସମସ୍ତ ସଦସ୍ୟଙ୍କୁ ନିଲମ୍ବନ ଆଦେଶ ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆବେଦନକାରୀ ୨୪ ଅକ୍ଟୋବର ୨୦୨୫ରେ ରାଜ୍ୟ ସମବାୟ ବିଭାଗରେ ଜବାବ ଦାଖଲ…

ଲିଜ୍‌ ଘାଟରୁ ଚୋରା ବାଲି ଉତ୍ତୋଳନନେଇ  ଅଭିଯୋଗ

ପାଟଣା,୧୯।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ  ପାଟଣା ବୈତରଣୀ ନଦୀର ଦୂର୍ଗାଦେଇପୁର ବାଲି ଉତ୍ସରୁ ବେଆଇନ ଭାବେ ସ୍ଥାନୀୟ ଲୋକେ ବାଲି ଚୋରି କରୁଥିବା ଜିଲା ଖଣି ଅଧିକାରୀଙ୍କ ନିକଟରେ  ଲିଜଧାରି ସଂଗ୍ରାମ କେଶରୀ  ଲେଙ୍କା ଶନିବାର ଜିଲା…

ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆରେ ଗାଳିଗୁଲଜ କରି କହିଥିଲେ ଏମିତି, ପରେ…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାମାଜିକ ଗଣମାଧ୍ୟମରେ ଗାଳିଗୁଲଜ କରିବା ଘଟଣାରେ  ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଏଭଳି ଖବର ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି। ଏହାକୁ ନେଇ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ଗାଁରେ ଭାଲୁ ଆତଙ୍କ: ଦୁଇ ଜଣଙ୍କୁ ଗୋଡାଇ କାମୁଡ଼ିଲା

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ରାଇକାଳା ଗାଁରେ ସୋମବାର ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ନିକଟରେ ହୁଡ଼ିକୁ ଯାଇଥିବା ଦୁଇ ବ୍ୟକ୍ତିଙ୍କୁ ଚାରି ଭାଲୁଛୁଆ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୬ ମୃତ

କେନ୍ଦୁଝର,୧୫ା୫: ବୁଧବାର ଚମ୍ପୁଆ ଥାନା ରିମୁଳି ବାଇପାସ୍‌ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏହି ସିରିଜ ଦୁର୍ଘଟଣାରେ ୫ ଜଣ ପ୍ରାଣ ହରାଇଛନ୍ତି। କେନ୍ଦୁଝରରୁ ବଡ଼ବିଲ କାର୍ ଯୋଗେ ଫେରିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ଦୁଇଟି ଟ୍ରକ୍ ଧକ୍କା ଦେବା ଫଳରେ…

ନିଆରା ଢ଼ଙ୍ଗରେ ହୋଲି, ନିଷ୍ପତ୍ତି ଥିଲା ଏମତି…

ପାଟଣା,୨୬।୩(ବୀର କିଶୋର ଦାଶ): ରଙ୍ଗର ପର୍ବ ହୋଲିକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି କେନ୍ଦୁଝର ଜିଲା ପାଟଣା ଯୁବକମାନେ। ପାଟଣା ବ୍ଲକ ବଡପାଟଣା ପଞ୍ଚାୟତ ସ୍ବାମ ଗ୍ରାମ୍ୟ କଂକ୍ରିଟ ରାସ୍ତା ଖାଲଖମାରେ ଭର୍ତ୍ତି ହୋଇଥିଲା। ଗ୍ରାମର ଯୁବକମାନେ ମଙ୍ଗଳବାର ସକାଳୁ ହୋଲି…

ଦୁରହେଲା ଦୀର୍ଘ ଦିନର ସମସ୍ୟା: ଉଦ୍‌ଘାଟନ ହେଲା ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ

ପାଟଣା,୧୨।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସାଧୁପଡ଼ାଠାରେ ନିର୍ମିତ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ମଙ୍ଗଳ ଉଦ୍‌ଘାଟିତ ହୋଇଛି। ୨କୋଟି ୭୬ଲକ୍ଷ ଟଙ୍କା ବ୍ୟୟରେ ଆମ ବସଷ୍ଟାଣ୍ଡ ଯୋଜନାରେ ନିର୍ମିତ ହୋଇଥିବା ଏହି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡକୁ ପାଟଣା ବିଧାୟକ ତଥା ଜିଲା…

ଆନନ୍ଦପୁର ଛାତ୍ର ବିଜେଡି ସଂଯୋଜକ ହେଲେ ଅମରେନ୍ଦ୍ର

ହାଟଡ଼ିହୀ,୧ା୩(ଶୁଭକାନ୍ତ ନାୟକ): ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ପାଇଁ ବିଜୁ ଛାତ୍ର ଜନତା ଦଳର ସଂଯୋଜକ ଭାବେ ଅମରେନ୍ଦ୍ର ଧଳଙ୍କୁ ନିଯୁକ୍ତି ଦିଆଯାଇଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଥିବା ନେଇ ବିଜୁ ଜନତା ଦଳର ସାଙ୍ଗଠନିକ…

ଲକ୍ଷ୍ମୀ ବସ୍‌ ଉପରେ ପଡ଼ିଲା ଗଛ: ଛାତ କଣା, ଭାଙ୍ଗିଲା ଝରକା

ପାଟଣା,୨୮।୨(ବୀର କିଶୋରଦାଶ ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସାଧୁପଡ଼ାରେ ମୋ ବସ୍‌ ଯୋଜନାରେ ନବ ନିର୍ମିତ ବସଷ୍ଟାଣ୍ଡ ନିର୍ମାଣ କରାଯାଇଥିଲା। ତେବେ ବୁଧବାର ବସଷ୍ଟାଣ୍ଡ ପରିସରରେ ଥିବା ଏକ ପୁରାତନ ବର ଗଛର ଡାଳ ଭାଙ୍ଗି ପଡିଥିଲା। ଏଥିରେ ଗଛତଳେ…

ଛାତ୍ରୀ ନିବାସରେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ଅଧରାତିରେ ପାଟିରୁ ଫେଣ ନାକରୁ ବାହାରିଲା ରକ୍ତ 

ପାଟଣା,୨୦।୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣାଘାଟି ସରକାରୀ ଉଚ୍ଚ ବିଦ୍ୟାଳୟର ୧୦୦ସଂଖ୍ୟା  ବିଶିଷ୍ଟ ଆଦିବାସୀ ଛାତ୍ରୀ ନିବାସରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କ ସୋମବାର ବିଳମ୍ବିତ ରାତିରେ ସନ୍ଦେହ ଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ରୀଜଣକ ହେଲେ କାଳିଘାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri