Tag Archives: Keonjar

ସାଙ୍ଗମାନଙ୍କ ସହ ଗାଧୋଇବାକୁ ଯାଇଥିଲେ; ବୈତରଣୀରେ ବୁଡ଼ି ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ଜଣେ…

ହାଟଡିହୀ/ଛେନାପଦୀ, ୪।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ଅମୃତପୁର ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ନିକଟସ୍ଥ ବୈତରଣୀ ନଦୀରେ ବୁଡ଼ି ଜଣେ ୧୪ ବର୍ଷର ଦଶମ ପାସ୍ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…

ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ସକ୍ରିୟ ସଦସ୍ୟ ସମ୍ମିଳନୀ, ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୧୯ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀସ୍ତରୀୟ ଭାଜପା ସକ୍ରିୟ ସଦସ୍ୟଙ୍କ ସମ୍ମିଳନୀ ଶନିବାର ଅପରାହ୍ନ ୨ଟାରେ ତୁରୁମୁଙ୍ଗା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୧ ହଜାରରୁ ଊଦ୍ଧର୍‌ବ ସକ୍ରିୟ ଆଗଧାଡ଼ିର କର୍ମୀଙ୍କୁ ସଂଗଠନ ସୁଦୃଢ଼…

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…

ଛାତ ଉପରେ ମହୁଲ ଶୁଖାଇବାକୁ ଯାଇଥିଲେ, ମୁକୁଳା ସର୍ଭିସ ତାର ନେଇଗଲା ଜୀବନ

ଆନନ୍ଦପୁର, ୩।୪(ସୁଶାନ୍ତ କୁମାର ସାହୁ): ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଛି । ଏଭଳି ଦୁଃଖଦ ଘଟଣା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ପଇତାପାଣି ଗ୍ରାମରେ ଦେଖିବାକୁ ମିଳିଛି । ଖବରରୁ ପ୍ରକାଶ ଯେ, ଗୁରୁବାର…

ଦୂର ହେଲା ପଥୁରୀ ଦେହୁରୀଙ୍କ କଷ୍ଟ: ଘର ପାଖରେ ଭତ୍ତା ଦେବା ସହ ତିନି ଚକିଆ ସାଇକେଲ ପ୍ରଦାନ କଲା ପ୍ରଶାସନ

କେନ୍ଦୁଝର,୨୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ପଥୁରୀ ଦେହୁରୀଙ୍କୁ ଘର୍ ପାଖରେ ଭତ୍ତା ଦେବା ସହ ଏକ ତିନି ଚକିଆ ସାଇକେଲ ପ୍ରଦାନ କରାଯାଇଛି। ଏହା ପରଠାରୁ ତାଙ୍କୁ ଘରେ ଭତ୍ତା ଦିଆଯିବ ବୋଲି ତେଲକୋଇ ବ୍ଲକ ପକ୍ଷରୁ…

ନିଆଁ ସାଜିଲା ବଇରି: ଜଳିଗଲା ୧୨ ବଖରା, ବାହାଘର ପାଇଁ ଥିବା ଟଙ୍କା, ସୁନା ବି ପୋଡ଼ି ପାଉଁଶ

ହାଟଡିହୀ,୨୦l୨(ଶୁଭକାନ୍ତ ନାୟକ)- କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅଧୀନ ପଣ୍ଡୁଆ ଗାଁର ନାଇକ ସାହିରେ ସୋମବାର ରାତିରେ ନିଆଁ ଲାଗି ୯ ପରିବାରର ୧୨ ବଖରା ପୋଡ଼ି ପାଉଁଶ ହୋଇଯାଇଛି। ଗ୍ରାମର ଫୁଲ ନାଇକ, ମଦନ ନାଇକ,ଦାମୋଦର ନାଇକ, ଶାନ୍ତି ନାଇକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?