ଉଦାହରଣ ସୃଷ୍ଟି କଲେ ଜୁଆଙ୍ଗ ଆଦିବାସୀ, ପୁରୁଷଙ୍କ ତୁଳନାରେ ମହିଳା ଅଧିକ
ଭୁବନେଶ୍ୱର,୭ା୧୧: ଓଡ଼ିଶାର ସାମଗ୍ରିକ ଲିଙ୍ଗ ଅନୁପାତ ପୁରୁଷଙ୍କ ସପକ୍ଷରେ ଥିବାବେଳେ, କେନ୍ଦୁଝର ଜିଲାର ଜୁଆଙ୍ଗ୍ ଆଦିବାସୀ ସମ୍ପ୍ରଦାୟ ଏକ ଭିନ୍ନ ଚିତ୍ର ପ୍ରସ୍ତୁତ କରିଛି। ତଥ୍ୟ ଅନୁଯାୟୀ, ଏହି ଆଦିବାସୀ ଗୋଷ୍ଠୀରେ ମହିଳାମାନେ ପୁରୁଷଙ୍କ ସଂଖ୍ୟାକୁ ଟପି ଯାଇଛନ୍ତି, ଯାହା...
ଭିନ୍ନ ସମ୍ପ୍ରଦାୟରେ ପ୍ରେମ ବିବାହ କରିଥିଲେ: ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କଲେ ସ୍ୱାମୀ
କେନ୍ଦୁଝର,୩୧ା୭(ନରେଶ ପଟ୍ଟନାୟକ): ଝୁମ୍ପୁରା ଥାନା ଅନ୍ତର୍ଗତ ଏକ ହୃଦୟ ବିଦାରକ ଘଟଣାରେ ଏମଡି ମନାନ (୪୫) ନାମକ ଜଣେ ବ୍ୟକ୍ତିଙ୍କୁ ତାଙ୍କ ସ୍ତ୍ରୀ ଶକୁନ୍ତଳା ଦାସ (୩୫)ଙ୍କୁ ପିଟି ହତ୍ୟା ଅଭିଯୋଗରେ ପୋଲିସ ଗିରଫ କରିଛି। ଶକୁନ୍ତଳାଙ୍କ ବାପଘର ଅର୍ଶଳା...
୧,୨୯,୮୦୦ କୋଟି ଟଙ୍କା ପୁଞ୍ଜିନିବେଶରେ କେନ୍ଦୁଝର ଅର୍ଥନୀତିକୁ ସମୃଦ୍ଧ କରିବ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର, ୫ା୫: ବିପ୍ଳବୀ ଧରଣୀଧର ନାଏକଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଆଜି ତାଙ୍କ ଜନ୍ମଭୂମି କେନ୍ଦୁଝର ଜିଲ୍ଲାର କୁସୁମିତା ଠାରେ ମହାସମାରୋହରେ ପାଳିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦାନ କରି ୫୦ କୋଟି...
ଦୁଃଖଦ: ବୁଡ଼ି ଯାଉଥିଲେ ବାପା, ଉଦ୍ଧାର କରିବାକୁ ପୋଖରୀକୁ ଡେଇଁ ପଡ଼ିଲେ ଦୁଇ ପୁଅ, ହେଲେ…
କେନ୍ଦୁଝର, ୨୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ବ୍ଲକ ଟାଙ୍ଗରାଣୀ ଗାଁରେ ପୋଖରୀରେ ବୁଡି ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଉଦ୍ଧାର କରିବାକୁ ଯାଇ ସାନ ପୁଅ ଗୁରୁତର ହୋଇଛନ୍ତି। ଏହି ଦୁଃଖଦ ଘଟଣାକୁ ନେଇ ଉକ୍ତ...
ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ଲାଗି ସରକାରୀ ଜମିରୁ ଉଚ୍ଛେଦ ପାଇଁ ନୋଟିସ୍ ପରେ ତାତିଲେ ଲୋକେ, ଶୋଭାଯାତ୍ରା ସହ ଘେରିଲେ ତହସିଲ
ପାଟଣା,୧୭।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ପ୍ରସ୍ତାବିତ ମେଗା ଷ୍ଟିଲ୍ ପ୍ଲାଣ୍ଟ ପ୍ରଭାବିତ ଚେମେଣା, ଯମୁନାପଶି,ମୁରୁସୁଆଁ, ରାଜନଗର ପଞ୍ଚାୟତ ଆଦି ୧୮ ଟି ମୌଜାକୁ ଇଡ୍କୋ ପକ୍ଷରୁ ସରକାରୀ ଜମି ଅଧିଗ୍ରହଣ ପାଇଁ ନୋଟିସ ହେଇଛି। ଏଥିରେ...
କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ ରାଷ୍ଟ୍ରୀୟ ମର୍ଯ୍ୟଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ଜଣାପଡ଼ିଛି। କେନ୍ଦୁଝର...
କେନ୍ଦୁଝର ପାଟଣାରେ ହେବ ମେଗା ଷ୍ଟିଲ୍ ପ୍ଲାଣ୍ଟ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୩: କେନ୍ଦୁଝର ପାଟଣାରେ ହେବ ବହୁ ପ୍ରତିକ୍ଷିତ ମେଗା ଷ୍ଟିଲ୍ ପ୍ଲାଣ୍ଟ। ରବିବାର ଚମ୍ପୁଆ ଚନ୍ଦ୍ରଶେଖର କଲେଜ ବାର୍ଷିକ ଉତ୍ସବରେ ଯୋଗଦେଇ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ସମୟରେ ଏନେଇ JSW...
ହସୁଛି ବିଲାତି, କାନ୍ଦୁଛି ଚାଷୀ, କିଲୋ ଦୁଇ ଟଙ୍କାରେ ହଉଛି ବିକ୍ରି
କେନ୍ଦୁଝର,୨୦ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଶୀତଳ ଭଣ୍ଡାର ଅଭାବରୁ ବିଲାତି ଚାଷୀ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେଉଛନ୍ତି। ପ୍ରତ୍ୟେକ ବର୍ଷ ଚାଷୀମାନେ ଅଭାବୀ ବିକ୍ରିର ସମ୍ମୁଖୀନ ହେଉଥିଲେ ହେଁ କାୈଣସି ପ୍ରତିକାର କରାଯାଉନଥିବାରୁ ଚାଷୀ ମାନେ ଚିନ୍ତାରେ ରହିଛନ୍ତି।...
Gold mines in Odisha: ଗୋଟିଏ ଗୋଲ୍ଡ ବ୍ଲକ ନିଲାମ କରିବେ କେନ୍ଦ୍ର ସରକାର; ଏହି ଜିଲାରେ ଚାଲିଛି ଅଧିକ ଅନୁସନ୍ଧାନ
ଭୁବନେଶ୍ୱର,୨୦।୨: ଓଡ଼ିଶାର ଦୁଇଟି ଜିଲାରେ ସୁନା ଖଣି ମିଳିଛି, ଯେଉଁଥିରୁ ଗୋଟିଏ ବ୍ଲକ କେନ୍ଦ୍ର ଦ୍ୱାରା ନିଲାମ କରାଯିବ ବୋଲି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି। ଓଡ଼ିଶାରେ ଆବିଷ୍କୃତ ସୁନା ଖଣିର...
ମେଗା ପାନୀୟ ଜଳ ପ୍ରକଳ୍ପ ସୁରକ୍ଷା କର୍ମୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଆନନ୍ଦପୁର,୧୭l୨(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ପୌରପରିଷଦ ୨ ନମ୍ବର ୱାର୍ଡ ପଦ୍ମପୁର ଗାଁର ଶୁକଦେବ ସାହୁ ସ୍ଥାନୀୟ ମେଗା ପାନୀୟ ଜଳପ୍ରକଳ୍ପ ରେ ସୁରକ୍ଷାକର୍ମୀ ଭାବେ କାର୍ଯ୍ୟରତ ଥିଲେ। ତେବେ ଗତ ରବିବାର...
ସ୍ବାସ୍ଥ୍ୟ ପାଇଁ ଖର୍ଚ୍ଚ ହେବ ୫୦ ହଜାର କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପଛୁଆ ଓଡିଶାର ବିକାଶ ପାଇଁ ସମ୍ମିଳିତ ଉଦ୍ୟମ ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରକାଶ କରିଛନ୍ତି। ଡାକ୍ତରମାନେ ହେଉଛନ୍ତି ଭଗବାନ, ସେମାନେ ନିରନ୍ତର ଭାବେ ସେବା ଯୋଗାଇ ଦେଉଥିବାରୁ ସାଧାରଣ...
ବଣିଆପାଟ ଶିଶୁମନ୍ଦିରରେ ସରସ୍ଵତୀ ପୂଜା ଓ ମାତୃସମ୍ମିଳନୀ
କେନ୍ଦୁଝର ୨ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କଲେଜ ରୋଡ ସ୍ଥିତ ସରସ୍ଵତୀ ଶିଶୁ ମନ୍ଦିରରେ ମା’ ବାଗଦେବୀଙ୍କ ପୂଜା ସହିତ ମାତୃସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ମା’ ସରସ୍ଵତୀଙ୍କ ପୂଜା କରିଥିବା...
Archives


