ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ… ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ ବେହାଲ ହୋଇପଡ଼ିଥିବା ବେଳେ ପଶ୍ଚିମ ଓଡ଼ିଶାରେ ସ୍ଥିତି ଅତ୍ୟନ୍ତ ସଂଗୀନ ରୂପ ନେଇଛି।…