Tag Archives: keonjhar news

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରିଛନ୍ତି। ଏ ନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ…

ଜୟମଣି ମହାନ୍ତଙ୍କ ବାସଭବନରେ ଚଢ଼ାଉ କଲା କେନ୍ଦୁଝର ବନ ବିଭାଗ, ବେଆଇନ ଶାଳ କାଠ ନେଇ…

କେନ୍ଦୁଝର,୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ଆଜି ପାଟଣା ରେଞ୍ଜର କର୍ମଚାରୀ ଏବଂ ମୋବାଇଲ୍ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲେ । ନୂଆପଡ଼ା ଗ୍ରାମର ଚକ୍ରଧର ମହାନ୍ତଙ୍କ ପତ୍ନୀ ଜୟମଣି ମହାନ୍ତଙ୍କ ବାସଭବନରେ ଚଢାଉ କରି ବ୍ୟାପକ ବେଆଇନ…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ହେବାକୁ ଯାଉଛି । ସୋମବାରଠାରୁ ସୁନ୍ଦରଗଡ଼ ଠାରେ ଅନୁଷ୍ଠିତ ହେବାକୁଥିବା…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା କରିବା ଘଟଣା ଉକ୍ତ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି । ମୃତକଙ୍କ…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଜିତୁ ମୁଣ୍ଡାଙ୍କ ଭାଗ୍ୟକୁ ବଦଳାଇବା ସହିତ ତାଙ୍କ…

କଙ୍କାଳ ଧରି ଜିତୁ ମୁଣ୍ଡା ବ୍ୟାଙ୍କ ଯିବା ଘଟଣା, ପ୍ରାଥମିକ ତଦନ୍ତ ପରେ ଏଭଳି କହିଲେ ଉତ୍ତରାଞ୍ଚଳ RDC

ପାଟଣା,୩୦।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଂଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କାଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ବ୍ୟାଙ୍କକୁ ନେଇ ଯିବା ଘଟଣା କେବଳ ରାଜ୍ୟ ନୁହେଁ…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି । ଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଗ୍ରାମବାସୀଙ୍କ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ସେମାନେ ବିଜେଡି ଛାଡ଼ି ଭାଜପାକୁ ଯିବେ ବୋଲି ଚର୍ଚ୍ଚା ଜୋର୍…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ ମିଳେ। ଏଭଳି ଏକ ରୋମାଞ୍ଚକର ହାତୀର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଗ୍ରାମରେ ଥିବା ପ୍ରାୟ ୮ ଏକର ସରକାରୀ ଜମିରୁ କିଛି ବ୍ୟକ୍ତି ଅବୈଧ…

ଜଙ୍ଗଲ ସୁରକ୍ଷାରେ ଅବହେଳା, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର,୧୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ) : ମୁଖ୍ୟାଳୟରୁ ଅନଧିକୃତ ଅନୁପସ୍ଥିତି, ପ୍ରଶାସନିକ ଅନୁଶାସନ ଏବଂ ଜଙ୍ଗଲ ଅଗ୍ନିକାଣ୍ଡ ସମେତ ବନ କାର୍ଯ୍ୟର ଭୁଲ ପରିଚାଳନା ଓ ହାତୀ ଫସଲ କ୍ଷୟ କ୍ଷତି ଆକଳନ ରେ ବିଳମ୍ବ ପାଇଁ ତିନି ଜଣ କର୍ମଚାରୀଙ୍କ ବିରୁଦ୍ଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri