ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ ହାଟିଂ ସୁନାନଦୀ ଅବବାହିକାରେ ଥିବା ଏକ ପରିତ୍ୟକ୍ତ ଦୁର୍ଗମ ବନାଞ୍ଚଳରେ ପ୍ରାୟ ୨…