Tag Archives: Keonjhar

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଟ୍ରାଫିକ ସମସ୍ୟା ଦୋକାନର ନିଜସ୍ବ ପାର୍କିଂ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର ଅନୁମୋଦନ ପରେ ସାଧାରଣ ସମ୍ପାଦକ କେସି ବେନୁଗୋପାଳ ଏହି ପିସିସି ତାଲିକାକୁ ପ୍ରକାଶ…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଶୁକ୍ରବାର ଯମୁନାପଶି ପଞ୍ଚାୟତ ପଡ଼ିଆରେ ଦ୍ୱାଦଶ ଗ୍ରାମ ସଭା ଶେଷ ହୋଇଛି। ଯମୁନାପଶି…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି। ଏହି ପ୍ରସ୍ତାବିତ ପ୍ରକଳ୍ପର ସମ୍ଭାବ୍ୟ ସ୍ଥାନ ଓ ଭିତ୍ତିଭୂମିର ସ୍ଥିତି ଅନୁଧ୍ୟାନ ପାଇଁ…

ଘରକୁ ଫେରିବାବେଳେ ହାତୀ ହାବୁଡ଼ରେ ପଡ଼ିଗଲେ, ଶୁଣ୍ଢରେ ଟେକି ବିଲରେ କଚାଡ଼ିଲା, ଆଉ ତା’ ପରେ…

କେନ୍ଦୁଝର,୧୯ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଭୂୟାଁ ଜୁଆଙ୍ଗପିଢ଼ ରେଞ୍ଜ ତଳରଢ଼ୁଆଁ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମୃତକ ହେଲେ ନରୋତ୍ତମ ଜୁଆଙ୍ଗ (୪୮)। ବନ ବିଭାଗ ସୂତ୍ରରୁ…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ ବୋଝେଇ ଟ୍ରକ୍‌ଟି ଘାଟି ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ଉପରେ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ ବିଧାୟକ ଓ ନେତାମାନେ ଗସ୍ତ କରି ତାମିଲନାଡୁକୁ ଦାଦନ ଖଟିବାକୁ ଯାଇ ମୃତ୍ୟୁବରଣ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି। ଆଜି ପୂର୍ବାହ୍ନରେ ଧାନକିଣା ବାବଦକୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡ଼ି…

ଭାଉଜଙ୍କ ବାପଘରେ ରହି ପଢୁଥିଲେ ନଣନ୍ଦ, କାଜୁଗଛରେ ଝୁଲୁଛି ମୃତଦେହ

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଗିରିଧିନା ଗ୍ରାମର କାଜୁବଗିଚାର ଏକ ଗଛରୁ ରବିବାର ପୂର୍ବାହ୍ନରେ ଜଣେ ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ୧୩ ବର୍ଷର ଛାତ୍ରୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି। ମୃତ ଛାତ୍ରୀ ଜଣଙ୍କ ନିଜ…

କେନ୍ଦୁଝରବାସୀଙ୍କୁ ୧୩୩୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶର ଏକ…

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ସାମଗ୍ରିକ ବିକାଶ ଓ ଗମନାଗମନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର କେନ୍ଦୁଝର ଠାରେ ପ୍ରାୟ ୧,୩୩୦ କୋଟି ୨୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ମୋଟ୍‌ ୧୮୭ଟି…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?