Tag Archives: Keonjhar

୩ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା: ପାରିବାରିକ କଳହର କରୁଣ ପରିଣତି

କେନ୍ଦୁଝର,୨୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ନହବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ କଳହକୁ ନେଇ ଜଣେ ୩ ବର୍ଷର ଶିଶୁଙ୍କୁ କଚାଡ଼ି ହତ୍ୟା କରାଯାଇଛି। ପୋଲିସ ମଙ୍ଗଳବାର ସକାଳେ ମୃତଦେହ ଥାନା...

ଦେହ ବ୍ୟବସାୟ ଘଟଣାର ପର୍ଦ୍ଦାଫାଶ: କାମ ଦେବା ବାହାନାରେ ଦେହ ବ୍ୟବସାୟରେ ଲଗାଉଥିଲେ

କେନ୍ଦୁଝର,୨୧ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରୁ ଜଣେ ୧୬ ବର୍ଷ ବୟସ୍କା ପିତୃମାତୃହୀନ ନାବାଳିକାଙ୍କୁ ଭୁବନେଶ୍ୱର ଚାଲାଣ କରି ଦେହ ବ୍ୟବସାୟରେ ଲଗାଯାଇଥିଲା। ପୋଲିସ ତାଙ୍କୁ ଉଦ୍ଧାର କରିଥିବା ବେଳେ ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ କାଉନସେଲିଂ ବେଳେ...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ...

୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ।...

କେନ୍ଦୁଝର ଜିଲା ଏନ୍‌ଏଚ୍‌, ଏକ୍ସପ୍ରେସ୍‌ ୱେ’ରେ ଲାଗିଲା କଟକଣା

କେନ୍ଦୁଝର,୩୦।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦେଇ ଯାଇଥିବା ଏନ୍‌ଏଚ୍‌ ଓ ଏକ୍ସପ୍ରେସ୍‌ ୱେ’ରେ ବେଆଇନ ଗାଡ଼ି ପାର୍କିଂ ଉପରେ ଲାଗିଲା କଟକଣା। ଜିଲାର ଏନ୍‌ଏଚ୍‌ ୨୦ (ରାମ ଚନ୍ଦ୍ରପୁର ରୁ ରିମୁଳି ରୁ ଚମ୍ପୁଆ) ,୪୯ ( ତୁରୁମୁଙ୍ଗା...

କେନ୍ଦୁଝରରେ ପ୍ରଥମ କୁହୁଡ଼ି, ଶୀତର ଆଗମନକୁ ସ୍ବାଗତ

କେନ୍ଦୁଝର,୧୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଚଳିତ ବର୍ଷର ପ୍ରଥମ କୁହୁଡ଼ି କେନ୍ଦୁଝର ଜିଲାରେ ଦେଖିବାକୁ ମିଳିଛି। ଶୀତର ଆଗମନକୁ ସତେ ଯେପରି ସ୍ବାଗତ କରିଛି। ଏହି କୁହୁଡ଼ି ପ୍ରାୟ ସକାଳ ୭.୩୦ ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ଫଳରେ ରାସ୍ତା ଭଲ ଭାବରେ...

ହତ୍ୟାକାରୀଙ୍କ ଘର ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ: ମୃତଦେହ ରଖି ରାସ୍ତା ଅବରୋଧ, ପୋଲିସ ମୁତୟନ

ଘସିପୁରା/ରାମଚନ୍ଦ୍ରପୁର,୧୫।୧୦(ନିରଞ୍ଜନ ସାହୁ/ଗଣେଶ୍ୱର ସା): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ପଣ୍ଡୁଆ ଛକରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା...

ଅଡୁଆରେ ସୁଭଦ୍ରା ହିତାଧିକାରୀ, ଆଧାର ଲିଙ୍କ୍ କରୁ କରୁ ବ୍ୟଙ୍କ ଖାତରୁ ଟଙ୍କା ଗାଏବ

କେନ୍ଦୁଝର,୧୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଭଦ୍ରା ଯୋଜନା ମହିଳାଙ୍କ ପାଇଁ ଖୁସି ଆଣିଲା, କିନ୍ତୁ କିଛି ହିତାଧିକାରୀ ସୁଭଦ୍ରା ଯୋଜନାରେ ଅର୍ଥ ପାଇବାକୁ ଯାଇ ଏବେ ଅଡୁଆରେ। ଆଧାର ସହିତ ମୋବାଇଲ ନମ୍ବର ଯୋଡିବାକୁ ଯାଇ ହୋଇଛନ୍ତି ଠକାମୀର ଶିକାର, ଆଧାର...

ହାତୀ ଉପଦ୍ରବ: ଭାଙ୍ଗିଲେ ଘର, ଧାନ ବସ୍ତାରେ ଥିବା ଟଙ୍କା ଖାଇଗଲେ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀଙ୍କ ଉପଦ୍ରଵ ବଢ଼ିବାରେ ଲାଗିଛି। ଫଳରେ ଲୋକମାନଙ୍କ ମଧ୍ୟରେ ଅସନ୍ତୋଷ ବଢୁଛି। ଖାଦ୍ୟ ଅନ୍ବେଷଣରେ ଜଙ୍ଗଲରୁ ଜନବସତି ମୁହାଁ ହେଉଛନ୍ତି ହାତୀପଲ। ଜମିରେ ଧାନ ଫସଲ ହୋଇ ନ ଥିବାରୁ...

ଶୁଣିଲାନି ପ୍ରଶାସନ: ରାସ୍ତା ନିର୍ମାଣ କଲେ ମହିଳା ଗୋଷ୍ଠୀ

କେନ୍ଦୁଝର,୧୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଜୁଙ୍ଗା ପଞ୍ଚାୟତ ଅଧୀନ ଡୁମୁରିନାଳି ଗ୍ରାମର ମା’ ଜଙ୍ଗଲ ଜନନୀ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ଏକଜୁଟ ହୋଇ ଶୁକ୍ରବାର ରାସ୍ତା ନିର୍ମାଣ କରିଛନ୍ତି। ନଇଗୁଡ଼ାରୁ ଡୁମୁରିନାଳି ଗ୍ରାମକୁ କଚା...

କେନ୍ଦୁଝରରେ ବେଙ୍ଗଲ ବ୍ରିଡ ଲେମ୍ବୁ: ବାସ୍ନା ଆଉ ସ୍ବାଦରେ ସମ୍ପୂର୍ଣ୍ଣ ଘରୋଇ

କେନ୍ଦୁଝର,୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ବେଙ୍ଗଲ ବ୍ରିଡ୍ ଲେମ୍ବୁ ବିକ୍ରି ଦେଖି ସବୁ ଚକିତ। ଏହି ଲେମ୍ବୁ ଗୋଟା ୨୦ରୁ ୩୦ ଟଙ୍କାରେ ବିକ୍ରି ହେଉଛି। ଏହାର ମଞ୍ଜି କଲିକତାରୁ ଆଣି ବାଡ଼ିରେ ଲଗାଇଥିଲେ। ଦୁଇଟି ଗଛରେ ଏଭଳି...

ଜନ୍ମମାଟିରେ ମା’ଙ୍କ ହାତରୁ ପଖାଳ ଖାଇଲେ ମୁଖ୍ୟମନ୍ତ୍ରୀ, କହିଲେ…

କେନ୍ଦୁଝର,୨୪ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ନିଜ ଜିଲା କେନ୍ଦୁଝରକୁ ଦୁଇ ଦିନିଆ ଗସ୍ତରେ ଆସି ସୋମବାର ଦ୍ୱିତୀୟ ଦିନରେ ନିଜ ଜନ୍ମମାଟିରେ ପାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ହେଲିକପ୍ଟର ଯୋଗେ କେନ୍ଦୁଝରରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri