ବ୍ୟାଙ୍କିଙ୍ଗ୍, ଇନ୍ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ରାଜ୍ୟ ଅତିଥି ଭବନଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ କେନ୍ଦ୍ର...