କେରଳ ସରକାରଙ୍କ ଟଙ୍କାରେ କେମିତି ବୁଲୁଥିଲେ ପାକିସ୍ତାନୀ ଗୁପ୍ତଚର ଜ୍ୟୋତି ମାଲହୋତ୍ରା? ସାମ୍ନାକୁ ଆସିଲା ଚମକାଇବା ଭଳି ତଥ୍ୟ ନୂଆଦିଲ୍ଲୀ,୭।୭: ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ହରିୟାଣାର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଥିଲା। ଜ୍ୟୋତିଙ୍କ ବିରୋଧରେ ପାକିସ୍ତାନକୁ ଅନେକ ଗୁପ୍ତ ସୂଚନା ପଠାଉଥିବା ଅଭିଯୋଗ ହୋଇଥିଲା। ଏବେ ଏ ସମ୍ପର୍କରେ ଆଉ ଏକ ଆଶ୍ଚର୍ଯ୍ୟଜନକ ସୂଚନା ସାମ୍ନାକୁ ଆସିଛି। ଏକ ରିପୋର୍ଟ…