କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍କୁ ପିଟିଲା କାର୍; ୮ ଛାତ୍ରଙ୍କ ମୃତ୍ୟୁ ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍କୁ କାର୍ ଧକ୍କା ଦେବା ଫଳରେ କାର୍ରେ ଥିବା ୮ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି। କ୍ୟାପମଙ୍ଗଳମ ନିକଟ ପନମ୍ବିକୁନ୍ନୁ ଅଞ୍ଚଳରେ ଜାତୀୟ…