କେସିଙ୍ଗା ନିର୍ବାଚନ ମଣ୍ଡଳୀ ଫେରାଇ ଆଣିବାକୁ ଜୋର୍ ଧରିଲା ଦାବି, ସହରରେ ଲାଗିଲା ପୋଷ୍ଟର କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ନିର୍ବାଚନ ମଣ୍ଡଳୀ ଭାବରେ ପରିଚିତ କେସିଙ୍ଗା ନିର୍ବାଚନ ମଣ୍ଡଳୀ ଜିଲାର ଏକ ମାତ୍ର ମୁଖ୍ୟ ନିର୍ବାଚନ ମଣ୍ଡଳୀ ଥିଲା। ଗତ ୨୦୦୮ରୁ ଦୀର୍ଘ ୧୮ ବର୍ଷ ହେଲାଣି ଅସ୍ତିତ୍ୱ ହରାଇଛି। ୧୯୬୬ରେ ଅସ୍ତିତ୍ୱରେ ଆସିଥିବା…