କେସିଙ୍ଗା ଏନ୍ଏସି ନିର୍ବାଚନରେ ବିଜେଡିର ବିଜୟକୁ ନେଇ ଗୁପ୍ତ ବୈଠକ କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ପ୍ରମୁଖ ସହର କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦରେ କିଛି ମାସ ପରେ ନିର୍ବାଚନ ହେବାର ସଙ୍କେତ ମିଳିବା ପରେ ବିଜେଡି ପକ୍ଷରୁ ତପ୍ତରତା ପ୍ରକାଶ ପାଇ ଥିବାରୁ ଶନିବାର ଏନ୍ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ବିଜେଡି ପକ୍ଷରୁ…