ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ
କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ ଚାଲାଣ କରୁଥିବା ନେଇ ଅଭିଯୋଗ ହୋଇଛି । ଟ୍ରେନରେ ଦିନ ଦ୍ଵିପ୍ରହରେ ବିନା…
କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….
କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦ ଘଣ୍ଟା ସମୟରେ ପହଞ୍ଚିଥିଲେ । ତାଙ୍କୁ ପ୍ରଶାସନ ଓ ବିଭିନ୍ନ ମହିଳା ଗୃପ…
ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି
କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଗୋକୁଲେଶ୍ୱର୍ ଓ କେରୋକୁଡ଼ା ଗ୍ରାମର ଦାଦନ…
ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ
କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ କାକରରେ ଚାଷୀମାନେ ଖୋଲା ପଡ଼ିଆରେ ଦିନରାତି ପାଳିକରି ଧାନକୁ ଜଗିରହୁଛନ୍ତି । ରାଜ୍ୟରେ…
ପିଏମ୍ ଶ୍ରୀ ଉତ୍ସବ ୨୦୨୬, ମା ବାପା ହେଉଛନ୍ତି ପ୍ରଥମ…
କେସିଙ୍ଗା,୧୫ା୧(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟର ସଭା ଗୃହରେ ବିଦ୍ୟାଳୟ ସ୍ତରୀୟ ପ୍ରଥମ ପିଏମ୍ ଶ୍ରୀ ଉତ୍ସବ ପାଳିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଉତ୍ସବର ସଭାପତି ଆନନ୍ଦ କୁମାର ବେହେରା…
କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ
କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ ରବିବାର ସନ୍ଧ୍ୟାରେ ୫ ଜଣ ଆନ୍ତଃରାଜ୍ୟ ଚୋରା ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରିବା ସହ…
Archives


