Tag Archives: kesinga news

ନିର୍ମାଣ ହୋଇ ୭ବର୍ଷ ବିତିଗଲାଣି, କାର୍ଯ୍ୟକ୍ଷମ ହୋଇପାରୁନି ଆଦିବାସୀ ହଷ୍ଟେଲ

କେସିଙ୍ଗା,୧୩।୧୦(ତୁମେଶ୍ୱର ସାହୁ): ଗରିବ ଆଦିବାସୀ ହରିଜନ ଛାତ୍ରୀଛାତ୍ରଙ୍କୁ ରହିବା ଖାଇବା ଠାରୁ ମାଗଣାରେ ପାଠ ପଢିବା ପାଇଁ ପୂର୍ବର ବିଜେଡି ସରକାର କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ତୁଣ୍ଡଳା ଗ୍ରାମରେ ଦୁଇଟି ହଷ୍ଟେଲ ନିର୍ମାଣ ପାଇଁ ପ୍ରସ୍ତାବ ଦେଇଥିଲେ । ଗତ…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ କମିଟି କର୍ତ୍ତୃପକ୍ଷ । ସୂଚନା ଅନୁଯାୟୀ ମୋବାଇଲ ମାଧ୍ୟମରେରେ କଥା କଟାକଟିକୁ ନେଇ…

ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା; ବାଜିଲା ବାଜା, ଗ୍ରାମ ପରିକ୍ରମା କଲେ ଛାତ୍ରୀଛାତ୍ର

କେସିଙ୍ଗା,୩୦ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ଚିଚର୍ଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକଙ୍କୁ ବୁଧବାର ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ସ୍କୁଲ ପରିସରରେ ଆୟୋଜିତ ସଭାରେ ସ୍କୁଲ…

କେସିଙ୍ଗାରେ ଲଘୁଚାପ ବର୍ଷା-ପବନର ତାଣ୍ଡବ: ଗଛ ଭାଙ୍ଗି ତାର ଛିଣ୍ଡିଲା, ବିଦ୍ୟୁତ ସେବା ଠପ୍

କେସିଙ୍ଗା,୨୪।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପରଲସିଙ୍ଗା ଗ୍ରାମରେ ବିଦ୍ୟୁତ ସେବା ବ୍ୟାହତ ହୋଇଛି । ଜମିର ହିଡ ଉପରେ ଥିବା ଗଛ ଲଘୁଚାପ ଜନିତ ବର୍ଷା ଓ ପବନରେ ଭାଙ୍ଗି ୧୧ହଜାର କେଭି ତାର ଓ ଖମ୍ବ ଉପରେ…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ ସମଗ୍ର କେସିଙ୍ଗା ବ୍ଲକର ବିଭିନ୍ନ ପ୍ରାଥମିକ, ହାଇ ସ୍କୁଲରେ ପରୀକ୍ଷା ସେଣ୍ଟର ଖୋଲା…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ ବାହାଲ ଗ୍ରାମର ରୋହିତ ମାଝୀ (୫୦)ଙ୍କ ଘର ପାର୍ଶ୍ଵରେ ସୋମବାର ରାତ୍ର ୧୦ଘଣ୍ଟା…

୨୨କୋଟି ଵ୍ୟୟ ଅଟକଳରେ ନବୀକରଣ ହୋଇଛି କେସିଙ୍ଗା ରେଲୱେ ଷ୍ଟେଶନ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

କେସିଙ୍ଗା,୧୬।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅଧିନସ୍ଥ କେସିଙ୍ଗା ରେଲୱେ ଷ୍ଟେଶନର ଶୁଭ ଉଦଘାଟନ ଶୁକ୍ରବାର ରେଳ ବିଭାଗ ପକ୍ଷରୁ କରାଯିବ । କେସିଙ୍ଗା ଷ୍ଟେଶନର ନବୀକରଣ ବାବଦକୁ ୨୨କୋଟି ଖର୍ଚ୍ଚ ହୋଇ ଥିବା ରେଲୱେ ବିଭାଗ ପକ୍ଷରୁ ସୂଚନା ଦେଇଛି।…

ଅମାଠ ଛକରେ ବଢ଼ିବାରେ ଲାଗିଛି ଅପରାଧ, ପୋଲିସ ଫାଣ୍ଡି ପାଇଁ ଦାବି

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ଜିଲାର ଶେଷ ସୀମାନ୍ତ ଅଞ୍ଚଳରେ ଥିବା ଅମାଠ ଛକରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି । କାରଣ ଉକ୍ତ ଛକଟି ଗୋଟିଏ ପଟେ ଜାତୀୟ ରାଜପଥ ୨୬ ଆଗକୁ ବରଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା…

ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ

କେସିଙ୍ଗା,୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଓ ବଲାଙ୍ଗୀର ଜିଲାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ୍ଵରେ ନିଶାନ୍ତ ବାର ଖୋଲିବାକୁ ୱାର୍ଡବାସୀ ବିରୋଧ କରି ଜିଲାପାଳ, ଜିଲା ଅବକାରୀ ଅଧିକ୍ଷକଙ୍କ ନିକଟରେ ଅଭିଯୋଗ କରିଛନ୍ତି। କେସିଙ୍ଗା-ଟିଟିଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା…

ପ୍ରବଳ ବର୍ଷାର ସୁଯୋଗ ନେଇ ଏଲଆଇ ପଏଣ୍ଟରୁ ବିଦ୍ୟୁତ ତାର ଚୋରି, ଥାନାରେ ମାମଲା

କେସିଙ୍ଗା,୬।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ-କାଣ୍ଡେଲ ଗ୍ରାମ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରୁ ତାର ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି । ଦେହେରେନ ଜୋରର ନିକଟରେ ଥିବା ଆମ୍ବ ବଗିଚାରୁ ସଂଯୋଗ ହୋଇଥିବା ୭ଟି ବିଦ୍ୟୁତ ପୋଲରୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର ଏମ ସୁବାସ ଚନ୍ଦ୍ର ଚୌଧୁରୀ ଏବଂ ସମସ୍ତ ବିଭାଗ ଉଚ୍ଚ ପଦାଧିକାରୀ ଗଣ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ ସମ୍ମୁଖରେ ଏକ ଦୁର୍ଘଟଣା ହୋଇଛି । ସୋମବାର ସ୍କୁଲ ଛୁଟି ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?