କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷଙ୍କ ଅନାସ୍ଥା ପ୍ରସ୍ତାବ ପାଇଁ ଉପଜିଲାପାଳଙ୍କ ନୋଟିସ କେସିଙ୍ଗା,୨୫ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ବିଷୟରେ ଆଲୋଚନା ପାଇଁ ଓ ଅନାସ୍ଥା ପ୍ରସ୍ତାବ ଗୃହିତ କରିବା ପାଇଁ ପଞ୍ଚାୟତ ସମିତି ସଭାଗୃହରେ ସ୍ବତନ୍ତ୍ର ସମିତି ବୈଠକ ଡକାଯିବା ସଂକ୍ରାନ୍ତରେ କଳାହାଣ୍ଡି…