କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍ରେ ପକାଯାଉଛି ମଶାତେଲ
କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍ଏ୍ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍ରେ ମଶାତେଲ ପକାଯାଉଛି। ବର୍ଷାଋତୁରେ ଏହି ସହରରେ ଥିବା ୧୧ ନମ୍ବର ଓ୍ବାର୍ଡରେ ଡେଙ୍ଗୁ ରୋଗ ରପ୍ରାଦୁର୍ଭା…
କାଦୁଅ ପଚପଚରେ ଖୋଲା ଜିମ୍ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ
କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍ପି ସୁଜିତ କୁମାର ଏକ ଖୋଲା ଜିମ୍ କେନ୍ଦ୍ର ନିର୍ମାଣ ପାଇଁ ଆଇଟିଡିଏ ଭବାନୀପାଟଣାକୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ…
ପ୍ରବଳ ବର୍ଷାରେ ବୁଡ଼ିଗଲାଣି ଧାନଜମି, ଚାଷକାର୍ଯ୍ୟ ବ୍ୟାହତ, ଚାଷୀ ମୁଣ୍ଡରେ ଚଡ଼କ
କେସିଙ୍ଗା,୨୯ା୭(ତୁମେଶ୍ୱର ସାହୁ): କଳହାଣ୍ଡି ଜିଲାର କେସିଙ୍ଗା ବ୍ଲକ ଅଞ୍ଚଳରେ ଦୀର୍ଘ ୪ଦିନ ହେଲା ଲଗାଣ ବର୍ଷା ଲାଗି ରହିଥିବାରୁ ଚାଷଜମିରେ ବର୍ଷାଜଳ ଭରି ଯାଇଥିବାରୁ ଧାନଗଜା ବୁଡି ଗଲାଣି। ଯଦି ଆଉ କିଛି ଦିନ ବର୍ଷା ଲାଗି ରହିବ ତେବେ ଧାନ…
ନିଟ୍ ପ୍ରଶ୍ନପତ୍ର ଲିକ୍ ନେଇ ପ୍ରତିବାଦ, ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…
କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ୪ଦଫା ଦାବିପତ୍ର, ପଦଯାତ୍ରା ଓ ପ୍ରତିବାଦ ସଭା ଗୁରୁବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି।…
ରାସ୍ତା ଉପରେ ଆଣ୍ଠୁଏ ପାଣି, ବହୁବାର ଅଭିଯୋଗ ପରେ ବି ଶୁଣୁନି ପ୍ରଶାସନ, ମରାମତି ଦାବି କରି…
କେସିଙ୍ଗା,୧୯ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ ଅଧିନସ୍ଥ କିକିଆ ଗ୍ରାମ ପଞ୍ଚାୟତର ଖଜୁରପଡ଼ାଠାରୁ କିକିଆ ୩କିମି ରାସ୍ତା ଶୋଚନୀୟ ଅବସ୍ଥାରେ ଦୀର୍ଘ ୧୫ ବର୍ଷ ହେଲା ପଡ଼ିରହିଛି। ଗତ ୨୦୧୦-୧୧ରେ ଏହି ୩କିମି ରାସ୍ତାକୁ କେସିଙ୍ଗା ଆର୍ଡି…
କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା
କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର (ବ୍ରଡ ସ୍ପେଶିଆଲିଟି-ପାଥୋଲୋଜି)ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ସମଗ୍ର ଜିଲାରେ ଆନନ୍ଦର ଲହରି ଖେଳିଯାଇଛି। ଓଡ଼ିଶା…
ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…
କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ କର୍ମୀଙ୍କ ଘରେ ଆଲୋଚନା କରିଥିଲେ। ମନମୋହନ ତାଙ୍କ ବକ୍ତବ୍ୟରେ କହିଛନ୍ତି ଯେ, କେନ୍ଦ୍ରରୁ…
ବର୍ଷାରେ ଡ୍ରେନ୍ ପାଣି ନିଷ୍କାସନ ନ ହେବାରୁ ନିଜେ ସଫା କଲେ ସରପଞ୍ଚ, ଦିବ୍ୟାଙ୍ଗ ହୋଇ ବି…
କେସିଙ୍ଗା,୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ପଞ୍ଚାୟତର ପଲସାପଡ଼ା ଗ୍ରାମରେ ଡ୍ରେନ୍ ପୋତି ହୋଇଯିବାରୁ ଗାଁ ରାସ୍ତାରେ ପାଣି ଜମିରହିଥିଲା। ଗାଁ ରାସ୍ତାରେ ଡ୍ରେନ୍ ପାଣି ଜମା ରହିବାରୁ ଗମନାଗମନ କ୍ଷେତ୍ରରେ ଘୋର ସମସ୍ୟା ହେଉଥିଲା। ଲଗାତର…
ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…
କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍ଏମ୍ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ସଂଗଠନର ନୂଆ ସଭାପତି ଭାବେ ଗୋବିନ୍ଦ ବନଛୋରନ ଚୟନ…
ଦୁର୍ଘଟଣା ଘଟାଇ ଫେରାର ହୋଇଯିବାବେଳେ ଡ୍ରାଇଭର ହେଲେ ଦୁର୍ଘଟଣାର ଶିକାର
କେସିଙ୍ଗା,୨୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ ଖଜୁରପଡ଼ା ଛକ ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ସୂଚନାନୁଯାୟୀ, ଖଜୁରୀପଡ଼ା ଛକରେ ଅବସ୍ଥିତ ଅରିହନ୍ତ୍ ରାଇସ ମିଲ୍ରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ମାଟିଆ ଗ୍ରାମର ଜୟରାମ ଗୌଡ଼…
ଇଣ୍ଡୋର ଷ୍ଟାଡିୟମରେ ଲାଇଟ୍ ଅଚଳ, ଅନ୍ଧାରରେ ଖେଳୁଛନ୍ତି ଖେଳାଳି
କେସିଙ୍ଗା,୧୦ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ପିଏମ୍ ଶ୍ରୀ ବିଦ୍ୟାପୀଠର ପଛ ଭାଗରେ ତତ୍କାଳୀନ ବିଜେଡି ସରକାର ଶାସନ ସମୟ ଇଣ୍ଡୋର ଷ୍ଟାଡିୟମ ନିର୍ମାଣ ହୋଇଥିଲା। ଷ୍ଟାଡିୟମର ଚତୁଃପାର୍ଶ୍ୱ ଚକାଚକ ଦେଖା ଯାଉଥିଲା। ବିଦ୍ୟୁତକରଣ ସହ ଆବଶ୍ୟକ ଅନୁସାରେ ଷ୍ଟାଡିୟମର…
ଟ୍ରେନ୍ରେ କଟିଗଲେ ଯୁବକ, ରେଳଧାରଣାରେ ୨ ଗଡ଼ ହୋଇ ପଡ଼ିଛି ମୃତଦେହ
କେସିଙ୍ଗା,୫ା୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ଓ୍ବାର୍ଡ ନଂ ୬ ଏମ୍ଇ ସ୍କୁଲପଡ଼ାର ନେପାଳ ମାଝୀ(୨୦) ନାମକ ଜଣେ ଯୁବକ ଟ୍ରେନ୍ରେ କଟି ସୋମବାର ସକାଳେ ମୃତ୍ୟୁବରଣ କରିଛନ୍ତି । ସମ୍ବଲପୁର ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍ ରେଳ ଷ୍ଟେଶନରୁ…
Archives


