Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ! ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ ସିଆ ଗୋଏଲଙ୍କ ପରିବାର ମଧ୍ୟ ଏକ ଗୁରୁତର ବ୍ୟକ୍ତିଗତ ସଙ୍କଟର ସମ୍ମୁଖୀନ ହେଉଛନ୍ତି।…