କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…
ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ ରାଶିର ସୱାସ୍ଥ୍ୟ, ଆର୍ଥିକ ସ୍ଥିତି ଏବଂ ମାନସିକ ସୱାସ୍ଥ୍ୟ ଉପରେ ପ୍ରଭାବ ପଡ଼ିବ।…

