କେତୁଙ୍କ ଗତି ପରିବର୍ତ୍ତନ, ସମସ୍ୟା ଭୋଗିବେ ଏହି ରାଶି ଜ୍ୟୋତିଷ ଶାସ୍ତ୍ରରେ କେତୁକୁ ଛାୟା ଗ୍ରହ କୁହାଯାଏ । ଏହାର ନକାରାତ୍ମକ ପ୍ରଭାବ ଯୋଗୁଁ ଜଣେ ବ୍ୟକ୍ତି ମାନସିକ ଚାପ ଏବଂ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଜାନୁଆରୀ ୨୫ ତାରିଖରେ କେତୁଙ୍କ ସ୍ଥିତି ପରିବର୍ତ୍ତନ ହେବ। କେତୁ ପୂର୍ବାଫାଲଗୁନି...