ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ, ରାଜନାଥ ସିଂହ, ଏନଏସଏ ଡୋଭାଲ ଉପସ୍ଥିତ ନୂଆଦିଲ୍ଲୀ, ୨୯।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ଭାରତ-ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନ, ୭ ଲୋକ କଲ୍ୟାଣ ମାର୍ଗରେ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ...