ବାଥରୁମରେ ସନ୍ତାନ ଜନ୍ମ ଦେଲେ ୧୬ ବର୍ଷୀୟା ଛାତ୍ରୀ: ତା’ପରେ ଯାହା ଘଟିଲା, ଜାଣିଲେ ଫାଟିଯିବ କଲିଜା ହାଇଦ୍ରାବାଦ୍,୪।୩: ତେଲଙ୍ଗାନାର ନାଗରକୁର୍ଣ୍ଣୁଲ ଜିଲାରେ ସୋମବାର ଏକ ହୃଦୟବିଦାରକ ଘଟଣା ଘଟିଛି। କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (KGBV) ରେ ଇଣ୍ଟରମିଡିଏଟ ପ୍ରଥମ ବର୍ଷରେ ପଢ଼ୁଥିବା ଜଣେ ୧୬ ବର୍ଷୀୟା ଛାତ୍ରୀ ପରୀକ୍ଷା ଦେଇ ଘରକୁ ଫେରିଥିଲେ। ସେଠାରେ ପହଞ୍ଚିବା ପରେ…