ପଞ୍ଚଭୂତରେ ଲୀନ ହେଲା ରାଜାଙ୍କ ପାର୍ଥିବ ଶରୀର, ଯୁବରାଜ ଦେବଦେବ ସିଂଦେଓଙ୍କ ରାଜାଭିଷେକ ଖଡ଼ିଆଳ,୬ା୧(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ରାଜା ସ୍ବର୍ଗତ ଡ. ଜିତାମିତ୍ର ପ୍ରସାଦ ସିଂଦେଓଙ୍କ ପାର୍ଥିବ ଶରୀର ସୋମବାର ନେହେନା ସୁନ୍ଦର ନଦୀ ରାଣୀଘାଟରେ ପଞ୍ଚଭୂତରେ ଲୀନ ହୋଇଛି। ଏହାପରେ ଖଡିଆଳର ୧୯ତମ ରାଜାଭାବେ ଯୁବରାଜ ଦେବଦେବ ସିଂଦେଓଙ୍କ...