କିଏ ଥିଲେ ଖାଲେଦା ଜିଆଙ୍କ ସ୍ବାମୀ ଜିଆ ଉର ରେହମାନ? ପାକିସ୍ତାନୀ ସେନା ବିରୋଧରେ ବିଦ୍ରୋହ, ପରେ ବିଏନପି ଗଠନ, ଶେଷରେ… ଡାକା,୩୦।୧୨: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ଦେହାନ୍ତ ହୋଇଛି। ସେ ଅନେକ ରୋଗ ସହିତ ଲଢୁଥିଲେ। ଉଲ୍ଲେଖନୀୟ ଯେ ତାଙ୍କ ମୃତ୍ୟୁର କିଛି ଦିନ ପୂର୍ବରୁ ତାଙ୍କ ପୁଅ ତାରିକ ରହମାନ ୧୯ ବର୍ଷ ନିର୍ବାସନ ପରେ ବାଂଲାଦେଶ...