ଭାରତକୁ ଚେତାବନୀ ଦେଲେ ପନ୍ନୁ: କହିଲେ, ଆମେ ପାକିସ୍ତାନ ସହ ଅଛୁ ଓ୍ବାଶିଂଟନ,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଖଲିସ୍ତାନୀ ଆତଙ୍କବାଦୀ ଗୁରୁପତୱନ୍ତ ସିଂହ ପନ୍ନୁ ପାକିସ୍ତାନକୁ ସମର୍ଥନ କରିଛନ୍ତି। ପାକିସ୍ତାନ ସହିତ ଯୁଦ୍ଧ କରିବାକୁ ଭାରତର ସାହସ ନାହିଁ ବୋଲି ସେ କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ...