ମୃତ୍ୟୁର ୪ ମାସ ପରେ ଖାମେନେଇଙ୍କର ହେବ ଅନ୍ତିମ ସଂସ୍କାର! ବାହାରିବ ପାର୍ଥିବ ଶରୀରର ଶୋଭାଯାତ୍ରା ତେହରାନ,୪।୬: ହତ୍ୟାର ପ୍ରାୟ ଚାରି ମାସ ପରେ, ଇରାନର ସ୍ବର୍ଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କୁ ଇରାନର ମଶାଦ ସହରସ୍ଥିତ ଇମାମ ରେଜାଙ୍କ ମଠ ନିକଟରେ କବର ଦିଆଯିବା ପାଇଁ ସ୍ଥିର ହୋଇଛି। ସିଆ ଇସଲାମର ସବୁଠାରୁ ସମ୍ମାନିତ ବ୍ୟକ୍ତିତ୍ୱଙ୍କ…