ସରେଣ୍ଡର କରିବନି ଇରାନ୍, ଆମେରିକା ଆକ୍ରମଣ କଲେ ପରିଣାମ ଖରାପ ହେବ; ପାଲଟା ଧମକ ଦେଲେ… ତେହରାନ୍/ଓ୍ବାଶିଂଟନ୍,୧୮ା୬: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏଣ୍ଟ୍ରି ମାରି ଖୋଲାଖୋଲି ଧମକ ଦେଇଛନ୍ତି। ମଙ୍ଗଳବାର ସେ ଇରାନ୍ ସୁପ୍ରିମଲିଡର ଆୟାତୋଲ୍ଲା ଅଲୀ ଖାମେନେଇଙ୍କୁ ନିଃସର୍ତ୍ତ ଆମତ୍ସମର୍ପଣ କରିବାକୁ ଆହ୍ବାନ ଦେଇଥିଲେ। ଏହାର ଦିନକ ପରେ ୮୬...