ଖାମେନେଇଙ୍କ ଫଟୋରେ ନିଆଁ ଲଗାଇ ସିଗାରେଟ ଟାଣୁଛନ୍ତି ମହିଳା, ଭିଡିଓ ହେଉଛି ଭାଇରାଲ ତେହେରାନ,୧୦।୧: ଇରାନରେ ଚାଲିଥିବା ରକ୍ତାକ୍ତ ଜନବିପ୍ଳବ ମଧ୍ୟରେ, ଏକ ନୂତନ ପ୍ରତିବାଦର ଧାରା ଦେଖାଦେଇଛି, ଇରାନୀ ମହିଳାମାନେ ଦେଶର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ଫଟୋ ଜାଳିବା ଏବଂ ସେହି ନିଆଁରୁ ସିଗାରେଟ ଜଳାଇବା ଦେଖାଯାଇଛି। ଇରାନୀ ମହିଳାମାନଙ୍କ ଦ୍ୱାରା…