Khannagar Panchamukhi Hanuman Temple

ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଚୋରି, ସୁନା ରୁପା ଅଳଙ୍କାର ନେଇଗଲେ

କଟକ,୪।୧: ଶୁକ୍ରବାର ବିଳମ୍ବିତ ରାତିରେ କଟକ ଜିଲାର ମଧୁପାଟଣା ପୋଲିସ ଷ୍ଟେସନ ଅନ୍ତର୍ଗତ ଖାପୁରିଆ ଖାନ୍ନଗରର ପଞ୍ଚାମୁଖୀ ହନୁମାନ ମନ୍ଦିରରୁ ଦୁର୍ବୁତ୍ତମାନେ ହୁଣ୍ଡି ଏବଂ ଅଳଙ୍କାର ଲୁଟି…

11 months ago