ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି, ଛାଡି ଚାଲିଗଲେ ୩୮,୦୦୦ ଟଙ୍କା: ଚୋରିର ‘ଇମୋଶନାଲ୍ କାହାଣୀ’ ଶେୟାର କଲେ ଚୋର ଭୋପାଳ,୮।୪: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଜଣେ ବ୍ୟକ୍ତି ଏକ ଦୋକାନରୁ ୨.୪୫ ଲକ୍ଷ ଟଙ୍କା ଚୋରି କରିଥିଲେ। ଆଶ୍ଚର୍ଯ୍ୟଜନକ କଥା ହେଉଛି, ସେ ରାମନବମୀ ଦିନ ହୋଇଥିବା ଏହି ଚୋରି ପାଇଁ ଏକ କ୍ଷମା ପ୍ରାର୍ଥନା ପତ୍ର ମଧ୍ୟ ଛାଡିଯାଇଥିଲେ।...