ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ… ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ ହୋଇଥିଲା। ବଡ଼ ଡଙ୍ଗର ଓ ତେରେଡ଼ା ପାହାଡ଼ ମଧ୍ୟଭାଗରେ…