ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ଅନୁଷ୍ଠିତ: ପଦ୍ମଶ୍ରୀ ପାଇଁ ମନୋନୀତ ନୃତ୍ୟଗୁରୁ ସମ୍ବର୍ଦ୍ଧିତ ଦିଗପହଣ୍ଡି,୩।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ବାର୍ଷିକୋତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଡ. ଅସିତ କୁମାର ଷଡଙ୍ଗୀଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ରାଜ୍ୟ ସଂସ୍କୃତି ବିଭାଗର ଅବସରପ୍ରାପ୍ତ ସହକାରୀ ନିର୍ଦ୍ଦେଶକ ଡ.…