ଖେମୁଣ୍ଡି କଲେଜ ଫଳାଫଳ ଉପରୁ ହଟିଲା ସସ୍ପେନ୍ସ, ପୁନଃ ଗଣତିରେ ବାଜି ମାରିନେଲେ ପରାଜିତ ପ୍ରାର୍ଥୀ
ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜରେ ଦୀର୍ଘ ୮ ବର୍ଷ ପରେ ଗୁରୁବାର ଛାତ୍ର ସଂସଦ ନିର୍ବାଚନ ହୋଇଥିଲା। କାଲି ସନ୍ଧ୍ୟାରେ କଲେଜ ପ୍ରଶାସନ ପକ୍ଷରୁ ବିଜୟୀ ପ୍ରାର୍ଥୀ ମାନଙ୍କ ନାମ ତାଲିକା ବିଜ୍ଞପ୍ତି ପ୍ରକାଶ ପାଇଥିଲା।…

