Tag Archives: Khordha

ସ୍ବାଧୀନତା ସଂଗ୍ରାମରେ ପାଇକଙ୍କ ବୀରତ୍ୱ ଅତୁଳନୀୟ: ଉପମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା,୨୬।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ଜିଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସମାରୋହ ସ୍ଥାନୀୟ ବିଜେବି ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ…

ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଜବତ, ହତ୍ୟା ସନ୍ଦେହ

ଖୋର୍ଦ୍ଧା/ବେଗୁନିଆ,୧୮ା୪(ପ୍ରଭାତ ପାଣିଗ୍ରାହୀ/ସନ୍ଧ୍ୟାରାଣୀ ମିଶ୍ର): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅନ୍ତର୍ଗତ ଗୌଡ଼ପାଟଣା ନିକଟ ଖୁଣ୍ଟବନ୍ଧ ଗ୍ରାମର ଏକ ବିଲରେ ଥିବା ଗଛ ଡାଳରେ ଗୋଟିଏ ଓଢ଼ଣିରେ ଝୁଲୁଥିବା ଅବସ୍ଥାରେ ୨ଟି ମୃତଦେହକୁ ଗୁରୁବାର ପୋଲିସ ଜବତ କରିଛି। ମୃତକମାନେ ହେଲେ ରାଜସୁନାଖଳା…

ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି, ଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ଖୋର୍ଦ୍ଧା,୧୭।୪(ପ୍ରଭାତ ପାଣିଗ୍ରାହୀ): ରାସ୍ତାକଡ଼ରେ ଥୁଆ ହୋଇଛି ସ୍କୁଟି। ଗଛରେ ଝୁଲୁଛନ୍ତି ପ୍ରେମୀଯୁଗଳ। ଖୋର୍ଦ୍ଧା ଜଙ୍କିଆ ଥାନା ସିକୋ ଫାଣ୍ଡି ଅନ୍ତର୍ଗତ ବେଗୁନିଆ ବ୍ଲକର ବୋତଳମା ପଞ୍ଚାୟତ ଗୌଡ଼ପାଟଣା ନିକଟବର୍ତ୍ତୀ ମହୁଳାକୁଦିଆର ଏକ ଗଛରେ ଯୁବତୀଯୁବକଙ୍କ ମୃତଦେହ ଝୁଲୁଛି। ଉଭୟଙ୍କ ଫଟୋ ଓ…

ଖୋର୍ଦ୍ଧାରେ ଭୟଙ୍କର ବିସ୍ଫୋରଣ: ୨ ଶିଶୁ ଗୁରୁତର

ଖୋର୍ଦ୍ଧା,୨୭।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ କୁମାରବସ୍ତ ଗ୍ରାମରେ ଭୟଙ୍କର ବିସ୍ଫୋରଣ। ଜାଗର ପାଇଁ ଠାକୁର ଘରେ ଥିବା ବାଣ ବିସ୍ପୋରଣ ୨ ଶିଶୁ ଗୁରୁତର ଜଣେ ସାମାନ୍ଯ ଆହତ ହୋଇଛନ୍ତି। ଏଥିରେ ୧୦ବର୍ଷ ଓ ୧୨ବର୍ଷ ର ନାବାଳକ ଓ ନାବାଳିକା…

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ ଏହି ଗୋଠଛଡା ଦନ୍ତା ସ୍ଥାନୀୟ ଚିତ୍ରକୂଟ ପାହାଡ଼ ଦେଇ ନିରାକାରପୁର ଅଞ୍ଚଳରେ ପହଞ୍ଚିଥିଲା। ପରେ…

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ ଏକଛତ୍ରବାଦ ସରକାରର ଅନ୍ତ ଘଟିଛି। ଜନତା ଭାଜପା ଉପରେ ଆସ୍ଥା ପ୍ରକଟ କରିଛନ୍ତି। ନିର୍ବାଚନରେ…

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ ଅର୍ଥ…

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ ପଶି…

ଦୁଇ ଜିଲାରେ ଏସ୍‌ପି ବଦଳାଇଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର,୮।୪: ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ସୋମବାର ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ନୂତନ ଏସ୍‌ପି ଭାବରେ ନିଯୁକ୍ତ କରିଛନ୍ତି। ସେହିପରି ଆୟୋଗ ଡକ୍ଟର ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ପୂର୍ବତନ ଖୋର୍ଦ୍ଧା ଏସପି ଯୁଗଳ…

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି…

ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା, ୧୪।୩(ପ୍ରଭାତ ପାଣିଗ୍ରାହୀ): ସଂକ୍ରାନ୍ତିରେ ଖୋର୍ଦ୍ଧା ପ୍ରସିଦ୍ଧ ମା’ ବରୁଣେଇ ପୀଠରେ ପହଞ୍ଚିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ। ସେଠାରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଛନ୍ତି। ଏହାପରେ ମନ୍ଦିରର ରୂପାନ୍ତରଣ ନେଇ…

ପୂର୍ବ ଶତ୍ରୁତାରୁ ଜଣଙ୍କୁ ପିଟିପିଟି ମାରିଦେଲେ, ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ଖୋର୍ଦ୍ଧା/ବେଗୁନିଆ,୧୦।୩(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା) : ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ମାଣିବନ୍ଧ ପଞ୍ଚାୟତ ବଡନୂଆପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ବ୍ୟକ୍ତି ହେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri