କୋର୍ଟ ରୁମ୍ରେ ପଶିଲା ହନୁ, ଭାଇରାଲ୍ ହେଲା ଭିଡିଓ ଖୋର୍ଦ୍ଧା,୨୯।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିଚାରପତି କୋର୍ଟରେ ଏକ ମାମଲାର ସାକ୍ଷ୍ୟ ଗ୍ରହଣ କରୁଥିବା ବେଳେ ହଠାତ୍ ଗୋଟିଏ ହନୁ ମାଙ୍କଡ଼ କୋର୍ଟ ରୁମ୍କୁ ପ୍ରବେଶ କରିଥିଲା।…