ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍ ବ୍ୟାପିବା ଘଟଣା, ଆସନ୍ତା ୧୪ ପର୍ଯ୍ୟନ୍ତ ପିଲାଙ୍କୁ ଘରକୁ ନେଇଯିବାକୁ ନିର୍ଦ୍ଦେଶ ଖୋର୍ଦ୍ଧା,୭ା।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟରେ ଜଣ୍ଡିସ ଆକ୍ରାନ୍ତ ଘଟଣାକୁ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି କେନ୍ଦ୍ର ସରକାର । ବତ୍ତମାନ ସୁଦ୍ଧା ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ଯା ୮୧ରେ ପହଞ୍ଚିଛି । ଏହାକୁ ଆଖି ଆଗରେ ରଖି ନବୋଦୟ ବିଦ୍ୟାଳୟ କେନ୍ଦ୍ର କମିଶନର…