Tag Archives: Khordha

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ ଏକଛତ୍ରବାଦ ସରକାରର ଅନ୍ତ ଘଟିଛି। ଜନତା ଭାଜପା ଉପରେ ଆସ୍ଥା ପ୍ରକଟ କରିଛନ୍ତି।...

ସିଲ୍‌ ହେଲା ଜନସେବା କେନ୍ଦ୍ର: ସୁଭଦ୍ରା ଯୋଜନା ଆବେଦନ ପାଇଁ ମାଗୁଥିଲେ ଟଙ୍କା

ଖୋର୍ଦ୍ଧା,୧୨।୯(ପ୍ରଭାତ ପାଣିଗ୍ରାହୀ): ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ପାଇଁ ହିତାଧିକାରୀଙ୍କଠାରୁ ଅର୍ଥ ଦାବି କରୁଥିବା ଅଭିଯୋଗରେ ଖୋର୍ଦ୍ଧା ଜିଲା ପ୍ରଶାସନ ଏକ ଜନସେବା କେନ୍ଦ୍ରକୁ ସିଲ୍‌ କରି ଦେଇଛି । ପୌରାଞ୍ଚଳର ମୁକୁନ୍ଦପ୍ରସାଦ ଠାରେ ଥିବା ଏକ ଜନସେବା କେନ୍ଦ୍ର ହିତାଧିକାରୀଙ୍କଠାରୁ...

ଇଭିଏମ୍‌ ଭାଙ୍ଗି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଖୋର୍ଦ୍ଧା/ ବୋଲଗଡ଼, ୨୬ା୫ (ପ୍ରଭାତ ପାଣିଗ୍ରାହୀ/ ଦେବବ୍ରତ ହୋତା): ବେଗୁନିଆ ନିର୍ବାଚନମଣ୍ଡଳୀର ବୋଲଗଡ଼ ବ୍ଲକ ଅନ୍ତର୍ଗତ ରାଜସୁନାଖଳା ନିକଟ କାଉଁରିପାଟଣାର ୧୧୪ ନମ୍ବର ବୁଥରେ ଶନିବାର ଭାଜପା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ବୁଥ୍‌ରେ...

ଦୁଇ ଜିଲାରେ ଏସ୍‌ପି ବଦଳାଇଲେ ନିର୍ବାଚନ ଆୟୋଗ

ଭୁବନେଶ୍ୱର,୮।୪: ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ସୋମବାର ଅବିନାଶ କୁମାରଙ୍କୁ ଖୋର୍ଦ୍ଧା ନୂତନ ଏସ୍‌ପି ଭାବରେ ନିଯୁକ୍ତ କରିଛନ୍ତି। ସେହିପରି ଆୟୋଗ ଡକ୍ଟର ସାର୍ଥକ ଷଡ଼ଙ୍ଗୀଙ୍କୁ ବ୍ରହ୍ମପୁର ଏସପି ଭାବରେ ମଧ୍ୟ ନିଯୁକ୍ତ କରାଯାଇଛି। ଏହାପୂର୍ବରୁ ପୂର୍ବତନ ଖୋର୍ଦ୍ଧା ଏସପି...

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ...

ବରୁଣେଇ ପୀଠରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

ଖୋର୍ଦ୍ଧା, ୧୪।୩(ପ୍ରଭାତ ପାଣିଗ୍ରାହୀ): ସଂକ୍ରାନ୍ତିରେ ଖୋର୍ଦ୍ଧା ପ୍ରସିଦ୍ଧ ମା’ ବରୁଣେଇ ପୀଠରେ ପହଞ୍ଚିଛନ୍ତି ୫-ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ। ସେଠାରେ ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ସେ ବେଢା ପରିକ୍ରମା କରିଛନ୍ତି। ଏହାପରେ ମନ୍ଦିରର ରୂପାନ୍ତରଣ...

ପୂର୍ବ ଶତ୍ରୁତାରୁ ଜଣଙ୍କୁ ପିଟିପିଟି ମାରିଦେଲେ, ଗାଁ ଦାଣ୍ଡରେ ପଡ଼ିଛି ମୃତଦେହ

ଖୋର୍ଦ୍ଧା/ବେଗୁନିଆ,୧୦।୩(ପ୍ରଭାତ ପାଣିଗ୍ରାହୀ/ହର ପ୍ରସନ୍ନ ପଣ୍ଡା) : ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବେଗୁନିଆ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏହି ଥାନା ଅନ୍ତର୍ଗତ ମାଣିବନ୍ଧ ପଞ୍ଚାୟତ ବଡନୂଆପଲ୍ଲୀ ଗାଁରେ ଘଟିଛି ହତ୍ୟାକାଣ୍ଡ। ମୃତ ବ୍ୟକ୍ତି...

ଛାତ୍ରୀଛାତ୍ରଙ୍କୁ ସଫଳତାର ୬ ସୂତ୍ରୀ କର୍ଣ୍ଣମନ୍ତ୍ର ଦେଲେ ୫-ଟି ଅଧ୍ୟକ୍ଷ

ଖୋର୍ଦ୍ଧା,୧୦।୧(ପ୍ରଭାତ ପାଣିଗ୍ରାହୀ): ସଫଳତାର ମୂଳମନ୍ତ୍ର ହେଉଛି କଠିନ ପରିଶ୍ରମ।  ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ।  ସୋସିଆଲ ମିଡିଆ ଅପେକ୍ଷା ପାଠପଢା ଉପରେ ଗୁରୁତ୍ୱ ଦିଅ ବୋଲି ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri