Tag Archives: Khurda

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି ଏକ ବୋଲେରୋ ପିକ୍‌ଅପ୍‌ର ଗୁପ୍ତ ଚାମ୍ବରରୁ ୧୦୯ କେଜି ଗଞ୍ଜେଇ ଜବତ କରିଛି।…

ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ପାରିବେନି କୌଣସି ଅଧିକାରୀ

ଖୋର୍ଦ୍ଧା,୩୦ା୭(ପ୍ରଭାତ ପାଣିଗ୍ରାହୀ): ଆସନ୍ନ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଖୋର୍ଦ୍ଧା ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛି ବୋଲି ଜିଲାପାଳ ଅମ୍ରିତ ଋତୁରାଜ ସୂଚନା ଦେଇଛନ୍ତି। ଏ ଦିଗରେ ସଜାଗ ସଚେତନ ରହିବାକୁ ସମସ୍ତ ବିଡିଓ, ତହସିଲଦାର, ପୌରପରିଷଦକୁ ପରାମର୍ଶ ଦିଆଯାଇଛି।…

ଖୋର୍ଦ୍ଧାରେ ସ୍କୁଲ ଛୁଟି ଘୋଷଣା: ଆସିବେନି ପିଲା, ରହିବେ ଶିକ୍ଷକ

ଖୋର୍ଦ୍ଧା,୩୦ା୭: ଖୋର୍ଦ୍ଧା ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ୩୧ ତାରିଖରେ ସ୍କୁଲ ଛୁଟି ରହିବ। ଏନେଇ ଜିଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜିଲାପାଳ ଚିଠି ଲେଖିଛନ୍ତି। ତେବେ ଅଗଷ୍ଟ ୧ରେ ସ୍କୁଲ ଖୋଲିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।…

ପୁରୀରେ ସ୍କୁଲ ଛୁଟି ବଢ଼ିଲା, ଖୋର୍ଦ୍ଧାରେ ବଦଳିଲା ସମୟ

ପୁରୀ/ଖୋର୍ଦ୍ଧା,୧୮ା୬: ଓଡ଼ିଶାର ବିଭିନ୍ନ ଜିଲାରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଖରାଛୁଟିକୁ ବୃଦ୍ଧି କରିବାକୁ ଘୋଷଣା କରାଯାଇଛି। କେତେକ ଜିଲା ଗ୍ରୀଷ୍ମକାଳୀନ ଛୁଟି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ କେତେକ ଜିଲା ପ୍ରବଳ ଖରା…

ବରୁଣେଇ ପୀଠରେ ସାମୁହିକ ବିବାହ ଉତ୍ସବ: ୪୯ ଯୋଡ଼ିଙ୍କର ଏକାସାଙ୍ଗେ ପଡ଼ିଲା ହାତଗଣ୍ଠି

ଖୋର୍ଦ୍ଧା,୨୧ା୪(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ବରୁଣେଇ ପୀଠରେ ସାମୁହିକ ବିବାହୋତ୍ସବ ଅନୁଷ୍ଠିତ ହୋଇଛି। ଜିଲାରେ ବିଭିନ୍ନ ବ୍ଲକରୁ ମନୋନୀତ ହୋଇଥିବା ୪୯ ଯୋଡ଼ି ଏହି ବିବାହରେ ସାମିଲ ହୋଇଛନ୍ତି। ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀଙ୍କ କନ୍ୟାବିବାହ ଯୋଜନାରେ ଜିଲା ପ୍ରଶାସନ ପକ୍ଷରୁ ଏହି…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ ୨ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ପରୀକ୍ଷା ପୂର୍ବାହ୍ନ ୯ଟାରେ ଆରମ୍ଭ ହୋଇ ୧୧ଟା…

ଭଡ଼ାଘରେ ଚାଲିଥିଲା ଦେହ ବେପାର: କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ-ଗ୍ରାହକଙ୍କୁ ଧରିଲା ପୋଲିସ

ଖୋର୍ଦ୍ଧା,୧୨ା୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିକାଶ ନଗରରେ ସେକ୍ସ ରାକେଟ ଠାବ ହୋଇଛି। ଏକ ଭଡ଼ାଘରେ ଚାଲିଥିଲା ଦେହ ବେପାର। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍‌ ଟିମ୍‌ ଚଢ଼ାଉ କରିଛି। କିଙ୍ଗ୍‌ପିନ୍‌ ସମେତ ୩ ଦେହଜୀବୀ, ୪ଜଣ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ କଲେଜ ପଛ ପଟେ ରହୁଥିହା ଭଡ଼ାଘରୁ ଫ୍ୟାନ୍‌ରେ ଝୁଲନ୍ତା ମୃତଦେହକୁ ବୋଲଗଡ଼ ପୋଲିସ…

ଖୋର୍ଦ୍ଧା-ବଲାଙ୍ଗିର NH-୫୭ର ସରିଗଣ୍ଡା ଛକରେ ଓଲଟିଲା ବସ୍: ୧୨ ଯାତ୍ରୀ ଆହତ, ୪ ଗୁରୁତର

ନୂଆଦିଲ୍ଲୀ,୨୫ା୭: ଖୋର୍ଦ୍ଧା-ବଲାଙ୍ଗିର ଜାତୀୟ ରାଜପଥ (NH-୫୭)ର ସରିଗଣ୍ଡା ଛକ ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଏକ ଟ୍ରକକୁ ଓଭରଟେକ୍ କରିବାକୁ ଚେଷ୍ଟା କରୁଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ବିଲ ଭିତରକୁ ଯାଇ ଓଲଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri