ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା। ଖୋର୍ଦ୍ଧା ବନଖଣ୍ଡ ଟାଗିଂ ରେଜ ଜଂକିଆ ଥାନା ଅନ୍ତର୍ଗତ ଖଡିପଦର ଗ୍ରାମ ନିକଟରେ…