KIA ମୋଟର ପ୍ଲାଣ୍ଟରୁ ନେଇଗଲେ ୯୦୦ ଇଞ୍ଜିନ, ୯ ଜଣ ଗିରଫ ପେଣୁକୋଣ୍ଡା,୨୧।୪: ଆନ୍ଧ୍ରପ୍ରଦେଶର ଶ୍ରୀ ସତ୍ୟସାଇ ଜିଲାରେ ଥିବା ଦକ୍ଷିଣ କୋରିଆର କମ୍ପାନୀ KIA ମୋଟର୍ସର ପେନୁକୋଣ୍ଡା ପ୍ଲାଣ୍ଟରୁ ପ୍ରାୟ ୯୦୦କାର ଇଞ୍ଜିନ ଚୋରି ଘଟଣାରେ ପୋଲିସ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସ କହିଛି ଯେ ରବିବାର ପେନୁକୋଣ୍ଡା...