କାହିଁକି ଆଉ କିପରି ହୁଏ କିଡ୍ନୀ ଡାୟାଲିସିସ୍ ଜାଣନ୍ତୁ… ଡାୟାଲିସିସ୍ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍ ପଦ୍ଧତିଟି କିଡ୍ନୀ ଭଳି ରକ୍ତ ଛାଣିବା କାମ ତୁଲେଇଥାଏ। ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍ ଅଣୁ ଇତ୍ୟାଦିକୁ ରକ୍ତରୁ…