ଡାୟାଲିସିସ୍ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍ନୀଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇ ପଡ଼ିଲେ ଡାୟାଲିସିସ୍ ପଦ୍ଧତିଟି କିଡ୍ନୀ ଭଳି ରକ୍ତ ଛାଣିବା…