ଯୁବପିଢ଼ିଙ୍କ ମଧ୍ୟରେ ବୃଦ୍ଧି ପାଉଛି ଷ୍ଟୋନ ସମସ୍ୟା, ଜାଣନ୍ତୁ କାରଣ ଏବଂ ପ୍ରତିକାର ଦେଶରେ ଅନେକ ଲୋକ ଅଛନ୍ତି ଯେଉଁମାନେ ଷ୍ଟୋନକୁ ଗମ୍ଭୀରତାର ସହ ନିଅନ୍ତି ନାହିଁ । କିନ୍ତୁ ଏହି ଛୋଟ ସମସ୍ୟା ହୃଦରୋଗ, କ୍ରନିକ ବୃକକ୍ ରୋଗ ଏବଂ କିଡନୀ ଫେଲ୍ୟୁଅର ମଧ୍ୟ ହୋଇପାରେ । ଏହି ସମସ୍ୟାର ଯନ୍ତ୍ରଣା ଅସହ୍ୟ । ଆଜିକାଲି…